Home Articles posted by odadmin (Page 628)
Odisha News
କୋରାପୁଟ,୩/୧୨ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ।ଜୟପୁରରେ ଥିବା ତିନି ମହଲା ବିଶିଷ୍ଟ କୋଠା, ଗଞ୍ଜାମ ବେଲଗୁଣ୍ଠାରେ ଥିବା ପୈତୃକ ଦୁଇ ମହଲା ବିଶିଷ୍ଟ କୋଠା, ଜୟପୁର ବ୍ଲକରେ ଥିବା ତାଙ୍କ ସରକାରୀ କାର୍ଯ୍ୟାଳୟ, ଜୟପୁର ପୌରପାଳିକାରେ ଥିବା ତାଙ୍କ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨/୧୨: ଚନ୍ଦ୍ରପୁର ବ୍ଲକ ବିଜାପୁର କ୍ଲଷ୍ଟର ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ,କାମିପଦର ଠାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପ୍ରଧାନଶିକ୍ଷକ ଶ୍ରୀ ନବୀନ କୁମାର ନନ୍ଦ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବିଜାପୁର ସରପଞ୍ଚ ଶ୍ରୀମତୀ ଜେରିମିନା ପାଡଗଣ୍ଡା, ଶ୍ରୀ ଜାକବ ପାଡଗଣ୍ଡା, ଶ୍ରୀମତୀ କାଳିନ୍ଦୀ ସୁକାଲୁ, ଶ୍ରୀ ମିନାରାଓ ସୁକାଲୁ, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶ୍ରୀ ପ୍ରଦୀପ Continue Reading
Odisha News
ଓଡ଼ିଶା, ୨/୧୨ : ‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ […]Continue Reading
Odisha News
କୋରାପୁଟ୍ , ୨/୧୨ : ଜୀବନ କଷ୍ଟ ଉପାର୍ଜିତ ଟଙ୍କା ଓ ସୁନାକୁ ଗଛ ମୂଳରେ ମାଟି ତଳେ ପୋତି ରଖିଥିଲେ। ମୃତ୍ୟୁ ପୂର୍ବରୁ ପୁଅ-ବୋହୂ ଓ ନାତି-ନାତୁଣୀଙ୍କୁ ଡାକି କହିଥିଲେ। ତା’ପରେ ଭବ ସଂସାରରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ୭୦ ବର୍ଷୀୟ ସୀତାରାମ ମେଲେକା। ବାପାଙ୍କ ଅନ୍ତିମ ସଂସ୍କାର ପରେ ପରିବାର ଲୋକେ ଗଛ ମୂଳରେ ମାଟି ଖୋଳି ୩୨ ହଜାର ଟଙ୍କା ଉଦ୍ଧାର କରିଛନ୍ତି। ଏବେ ମଧ୍ୟ ମାଟି ତଳେ ସମ୍ପତ୍ତି ଖୋଜା […]Continue Reading
Odisha News
ନବରଙ୍ଗପୁର, ୨/୧୧ : ଏଟିଏମ୍ ଲୁଟ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍‌ରୁ ଚମ୍ପଟ ମାରିଲେ ଦୁଇ ରାଜ୍ୟ ବାହାର ଲୁଟେରା। ଆଜି ଅପରାହ୍ନରେ ଏପରି ଘଟଣା ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ଚମ୍ପଟ ମାରିଥିବା ଦୁଇ ଦୋଷୀଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚକିଂ ଓ ବ୍ଲକିଂ କରି ଯାଞ୍ଚ କରୁଛି। ହେଲେ ସେମାନଙ୍କୁ ଧରିବାରେ ସଫଳ ହୋଇନାହିଁ।୨୦୨୪ ମସିହା ଜାନୁଆରୀ ୩୧ ତାରିଖରେ ନବରଙ୍ଗପୁର ବ୍ଲକ ସମ୍ମୁଖରେ ଥିବା ଏସ୍‌ବିଆଇ […]Continue Reading
Odisha News
ଅଶୋକ କୁମାର ବରାଳଙ୍କ ରିପୋର୍ଟଭୁବନେଶ୍ୱର, ୨/୧୨ : ରାଜ୍ୟରେ ଆଳୁ କେଜି ୪୦ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ଅନ୍ୟ ସମସ୍ତ କଞ୍ଚାପନି ରିବାର ଦାମ୍ ପ୍ରାୟ କେଜି ପ୍ରତି ୫୦ଟଙ୍କା ରହିଛି । ବର୍ତ୍ତମାନ କଞ୍ଚା ପନି ରିବା ଉତ୍ପାଦନ କମ୍ ହେଉଥିବାରୁ ସେ ସବୁରଦାମ ଅଧିକ ରହିବା ସ୍ୱାଭାବିକ ହେଲେ ଆଳୁ ଦାମ ବୃଦ୍ଧି ପାଇଁ ଉଭୟ ଆଳୁ ବେପାରୀ ଏବଂ ସରକାର ପଶ୍ଚିମବଙ୍ଗ ସରକାରକୁ ଦାୟୀ କରୁଛନ୍ତି । ବେପାରୀମାନେ ସେମାନଙ୍କର ଲାଭକୁ […]Continue Reading
Odisha News
ଓଡ଼ିଶା,୨/୧୨ : ଆଜି ଉତ୍ତରପ୍ରଦେଶରୁ ଓଡ଼ିଶାରେ ୩ ଶହ ଟ୍ରକ୍ ଆଳୁ ପହଞ୍ଚିଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଥର ଲୋକଙ୍କୁ ଆଉ ହଇରାଣ ହେବାକୁ ପଡ଼ିବନି। ବଜାରରେ ଏବେ ପୁଣି ଶସ୍ତାରେ ମିଳିବ ଆଳୁ।ଭୁବନେଶ୍ବର: ଆଜି ଉତ୍ତରପ୍ରଦେଶରୁ ଓଡ଼ିଶାରେ ୩ ଶହ ଟ୍ରକ୍ ଆଳୁ ପହଞ୍ଚିଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ […]Continue Reading
Odisha News
ଢେଙ୍କାନାଳ, ୨/୧୨ : ଆଜି ସକାଳୁ ସକାଳୁ ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଲ ବସକୁ ଧକ୍କା ଦେଇଛି ଟ୍ରଲର ।ଫଳରେ ସ୍କୁଲ ବସରେ ଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷକ ଆହତ ହୋଇଛନ୍ତି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁସାରେ, କୋରିଆଁ ନିକଟରେ ସ୍କୁଲ ବସ ପ୍ରାୟ […]Continue Reading
Top Stories
By Subrat Sarangi New Delhi, Dec. 2: The Autism Therapy Centre (ATC), Bhubaneswar, Odisha, celebrated its Annual Day along with Autism Awareness Day on Sunday, December 1, at the Regional Medical Research Centre (RMRC) Auditorium near Kalinga Hospital Square. The event was marked by a mix of reverence and joy, bringing together autistic children, their […]Continue Reading