ଭୁବନେଶ୍ୱର,୧/୧୨: ଆଜି ଅର୍ଥାତ୍ ଡିସେମ୍ବର ୧ରେ ବିଶ୍ବ ଏଡ୍ସ ଦିବସ। ଏହି ଅବସରରେ ରାଜ୍ୟରେ ଏଡ୍ସ ରୋଗୀଙ୍କୁ ନେଇ ଚିନ୍ତା ଘାରିଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଏଡ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଥିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୨୦ ହଜାର ଏଡ୍ସ ରୋଗୀ ଥିବାବେଳେ ସୁବର୍ଣ୍ଣପୁରରେ ସର୍ବନିମ୍ନ ୧୫୦ ଏଡ୍ସ ରୋଗୀ ଅଛନ୍ତି।ଆଉ ଏଡ୍ସ ରୋଗୀ ମଧ୍ୟ ରାଜ୍ୟରେ ବିଶେଷ ଚିହ୍ନଟ Continue Reading




