Home Articles posted by odadmin (Page 634)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୧୧ : ମଙ୍ଗଳବାର ସନ୍ଧ୍ୟା ୬ ଘଣ୍ଟା ସମୟରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଗୃହଠାରେ ଜିଲାସ୍ତରୀୟ ସମ୍ବିଧାନ ଦିବସ ଉପଲକ୍ଷେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ଉତ୍ସବରେ ଜିଲା ଦୌରାଜଜ୍ ତଥା ଜିଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତା କରି ସମ୍ବିଧାନର ସୁରକ୍ଷାରେ ନ୍ୟାୟପାଳିକାର ଗୁରୁତ୍ୱପୂର୍ଣ୍ଣ ଭୂମିକା ସଂପର୍କରେ ଆଲୋଚନା କରିବା ସହିତ ପ୍ରଶାସନ ଓ ନ୍ୟୟାଳୟ Continue Reading
Odisha News
କେନ୍ଦୁଝର, ୨୭/୧୧ : ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୈତୃକ ଘର ସହ ଭୁବନେଶ୍ୱର, କେନ୍ଦୁଝର ଓ ଯାଜପୁର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।କେନ୍ଦୁଝର ଜଗନ୍ନାଥପୁରରେ ଥିବା ୨ମହଲା ଘର, ଭୁବନେଶ୍ୱରରେ ଥିବା ୪ ମହଲା ଘର, ଘସିପୁରା ତହସିଲ ମଦନପୁରଠାରେ ଥିବା ଫାର୍ମ ହାଉସ୍, ଯାଜପୁର ଟମକା ନିକଟ ଯେମାଦେଇପୁର […]Continue Reading
Odisha News
ଭୁବନେଶ୍ୱର, ୨୬/୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍‌କା ଲାଗିଛି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର‌୍ୟ୍ୟରେ ଯୋଗ ଦେବକୁ ଥିବା ବେଳେ ସୁଜାତା ଲୋକସେବା ଭବନରେ କେଉଁଠି ବସିବେ ? ଗୁରୁତ୍ୱପୂଣ୍ଣ ନା ଗୌଣ ବିଭାଗ ମିଳବ ? ଏଭଳି କେତେକ ପ୍ରଶ୍ନକୁ ନେଇ ପାଓ୍ୱାର କରିଡରରେ ଆଲୋଚନା ହେଉଛି । ଛୁଟି ଶେଷ ବେଳେ ସେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।ମଙ୍ଗଳବାର ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଦାରିଙ୍ଗବାଡି ବ୍ଲକ ପ୍ରାଣୀଧନ ଚିକିତ୍ସା ଅଧିକାରୀ Continue Reading
Odisha News
ଭୁବନେଶ୍ୱର,୨୬/୧୧ : ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ତଥ୍ୟ ରଖିଛନ୍ତି।ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ଖୁଣ୍ଟିଆ କହିଛନ୍ତି, ଗତ ତିନି ବର୍ଷ ମଧ୍ୟରେ ହାତୀ ଆକ୍ରମଣରେ ରାଜ୍ୟରେ ୬୬୮ ଲୋକ ପ୍ରାଣ ହରାଇଥିବା ବେଳେ ୫୦୯ ଜଣ Continue Reading
Odisha News
ଭୁବନେଶ୍ୱର,୨୬/୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା […]Continue Reading