NEW DELHI,OCT 26 : The number of dead and missing in massive flooding and landslides wrought by Tropical Storm Trami in the Philippines has exceeded 100 and the president said Saturday that many areas remained isolated with people in need of rescue. Trami blew away from the northwestern Philippines on Friday, leaving at least 81 […]Continue Reading
ଭୁବନେଶ୍ୱର,୨୬/୧୦ : କଟକ ଓ ଭୁବନେଶ୍ୱରରେ ଥିବା ଆପାର୍ଟମେଣ୍ଟଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ପଏଣ୍ଟଗୁଡ଼ିକରେ ଲାଗିବ IP ଯୁକ୍ତ କ୍ୟାମେରା। ଏହି କ୍ୟାମେରା ଲଗାଇବା ପାଇଁ ସମସ୍ତ ଆପାର୍ଟମେଣ୍ଟର ବାସିନ୍ଦା କଲ୍ୟାଣ ସଂଘଗୁଡ଼ିକୁ ସୂଚନା ଜାରି କରାଯାଇଥିବା କହିଛନ୍ତି ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ। ଆପାର୍ଟମେଣ୍ଟଗୁଡ଼ିକରେ ଚୋରି ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବାକୁ ଏଭଳି ପଦକ୍ଷେପ ନେଇଛି କଟକ-ଭୁବନେଶ୍ୱର କମିଶନରେଟ ପୁଲିସ୍।ପୁଲିସ କମିଶନର Continue Reading
ଭୁବନେଶ୍ୱର,୨୬/୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ Continue Reading
ପୁଣେ,୨୬/୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର ଲଗାତାର ଟେଷ୍ଟ ସିରିଜ ଜିତିବାର ଧାରା ମଧ୍ୟ ଭାଙ୍ଗି ଯାଇଛି।୨୦୧୨-୧୩ରେ ଇଂଲଣ୍ଡ ଭାରତ ଗସ୍ତରେ ଦଳକୁ ଟେଷ୍ଟ ସିରିଜରେ ହରାଇଥିଲା। ଏହା ପରଠାରୁ ଭାରତୀୟ ଟିମ୍ ଘରୋଇ ମାଟିରେ ସିରିଜ ପରାଜୟର ନଜିର ନାହିଁ। ଦଳ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୦ : ଗଜପତି ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ ଜନ ସାଧାରଣଙ୍କୁ କିପରି ସଚେତନତା କରାଯିବ ସେ ବିଷୟରେ ଆଲୋଚନା କରା ଯାଇଥିଲା।ପରିବହନ ନିୟମର କଡ଼ାକଡ଼ି କରାଯାଇ ମୁଖ୍ୟତଃ ମଦ୍ୟପାନ କରି ଗାଡ଼ି ଚାଳନା କଲେ Continue Reading
By Dr. Sonali Sahu In the ever-evolving landscape of education, one might assume that teachers play a unidimensional role, imparting knowledge and guiding students toward academic success. However, the true essence of teaching transcends the classroom. As a teacher, I find that my students are not just learners but also my moral boosters and stress […]Continue Reading
କେନ୍ଦ୍ରାପଡ଼ା ,୨୬/୧୦ : କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି।ଝଡ ବର୍ଷା ବେଳେ ମାନବିକତା ଦେଖାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ । ୨୪ ତାରିଖ ମଧ୍ୟରାତ୍ରିରେ ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ା ଭିତରକନିକା ଅନ୍ତର୍ଗତ ହବାଳୀଖଟିରେ ସ୍ଥଳଭାଗ Continue Reading
NEW DELHI, OCT 26 : A 17-year-old girl died by suicide by jumping from a residential building in New Delhi’s Jamia Nagar area months after she reportedly failed to clear the Joint Entrance Examination (JEE), police said on Saturday. The girl had been preparing for the engineering entrance exam after completing Class 12. She jumped […]Continue Reading
ଝାରସୁଗୁଡ଼ା, ୨୬/୧୦ : ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନଙ୍କର ପରଲୋକ ଘଟିଛି । ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ସେ ଇହଲୀଳା ସମ୍ବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ହୋଇଥିଲା ।ମକରଧ୍ୱଜ ପ୍ରଧାନ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ । ଶୁକ୍ରବାର ସେ ଦେହ ତ୍ୟାଗ କରିଛନ୍ତି । ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି । ବଡ଼ପୁଅ କମଳ […]Continue Reading
NEW DELHI,OCT 26 : Following the announcement of a new patrolling arrangement with China, satellite images reviewed by India Today confirm initial disengagement activities on the ground in Depsang and Demchok, Eastern Ladakh. The latest satellite images, taken on Friday, showed a reduction in structures at multiple locations, signalling a potential end to the prolonged Continue Reading




