By Payal Banerjee Bhubaneswar, Oct. 21: Jindal Foundation, the social arm of Jindal Steel & Power, on Sunday observed the Seva Divas nationwide to mark the birthday of its chairperson, Smt. Shallu Jindal, a renowned philanthropist, social leader, and Kuchipudi Danseuse. The Jindal Foundation dedicated the day to reaffirming its mission to build an inclusive […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୦ : ଯକ୍ଷ୍ମା (ଟିବି) ବିରୋଧରେ ଲଢ଼େଇ କରିବାକୁ ଦିଆଯାଉଥିବା ବିସିଜି ଟିକା ନେଇ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ୫୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଟିକା ନେବାର ୨/୩ ଦିନ ଯନ୍ତ୍ରଣା ପରେ ଏବେ ଟିକା ନେଇଥିବା ସ୍ଥାନରେ ହୋଇଥିବା ଘା\’ ସଂକ୍ରମଣ ହୋଇ ଯାଉଥିବାକୁ ନେଇ ବାଲିଗୁଡ଼ା ଅଞ୍ଚଳରେ ଏକ ଅଜଣା ଭୟ ସୃଷ୍ଟି ହୋଇଛି।ଟିକା ନେବାର ୨୦ ଦିନରୁ ଅଧିକ ସମୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୦: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ଆର୍ମଡ ରିଜର୍ଭ ପୋଲିସ ଗ୍ରାଉଣ୍ଡ ଠାରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୬୫ ତମ “ପୋଲିସ ସହିଦ ସ୍ମୃତି ଦିବସ-୨୦୨୪” ପ୍ୟାରେଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ କର୍ତ୍ତବ୍ୟ Continue Reading
ଭୁୁବନେଶ୍ୱର,୨୧/୧୦ : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି ।ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି ।ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ Continue Reading
ଭୁବନେଶ୍ୱର,୨୧/୧୦: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାର ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଝଜଉ)। ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ Continue Reading
UTTAR PRADESH,OCT 21 : A woman in Uttar Pradesh’s Kaushambi allegedly killed her husband by poisoning his food soon after breaking her fast on Karwa Chauth, a Hindu festival where wives pray for their husbands’ long lives. The victim, identified as Shailesh Kumar, 32, and his wife were reportedly facing problems in their marriage, police […]Continue Reading
NEW DELHI,OCT 21 : India on Monday announced it has arrived at an agreement with China on patrolling in remaining friction points along the Line of Actual Control (LAC) in eastern Ladakh, in a major breakthrough in the festering row that came following a series of negotiations between the two sides over the last few […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧୦ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କୁମ୍ଭାରୀ ଗାଁ ପଞ୍ଚାୟତର ଟୁଡୁବିଜୁ ଗ୍ରାମରେ ପାନୀୟ ଜଳ ଅଭାବ ଦେଖାଯାଇଛି। ଟୁଡୁବିଜୁ ରାଜସ୍ୱ ଗ୍ରାମ ସହିତ ପଡ଼ା ଗ୍ରାମ ଗଚାଗୁଡି ଓ ସାନ୍ଦିମା ଗ୍ରାମରେ ୨୪୬ ପରିବାରର ପ୍ରାୟ ୧୨ ଶହରୁ ଅଧିକ ଜନ ସଂଖ୍ୟା। ଆଜି ଯାଏ ଏହି ଗ୍ରାମ ବାସୀ ବସୁଧା ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇ ରହିଛନ୍ତି।ଏହି କିଛି […]Continue Reading
By Our Correspondent New Delhi, Oct 21 : Canada India Foundation (CIF) has conferred the prestigious CIF Global Indian Award 2024 to Sadhguru, the Indian yogi, mystic and visionary and the Founder of Isha Foundation. The award, which celebrates individuals of Indian origin who have made a profound global impact, recognises Sadhguru’s unparalleled contributions Continue Reading
ପାରାଦୀପ,୨୧/୧୦ : ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥ ୧୫ ନମ୍ବର ପାଖରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍କୁଲ ଛାତ୍ରଙ୍କୁ ମାଡ଼ ମାରି ବଳପୂର୍ବକ ଅପହରଣ କରାଯାଇଥିଲା।ସଂପୃକ୍ତ ଅପହରଣକାରୀମାନେ ଚଣ୍ଡିଖୋଲ ଅଭିମୁଖେ ନେଇ ଯାଉଥିଲେ। ମାର୍ଶାଘାଇ ଥାନା ଅନ୍ତର୍ଗତ ହଳଦିଆଗଡ଼ା ଛକରେ ଏକ ସ୍କର୍ପିଓ ଅଟକି ଥିଲା। ସେହି ସମୟରେ ଛାତ୍ର ଜଣକ ଗୋଇଠା ମାରି ନିଜକୁ ବଞ୍ଚାଇଛନ୍ତି। ପରେ ଜଣେ ବାଇକ୍ ଆରୋହୀଙ୍କ Continue Reading




