Home Articles posted by odadmin (Page 651)
Top Stories
By Our Staff Reporter Keonjhar, Oct. 13: The recurrent visit by chief minister Mohan Charan Majhi is reportedly forcing the local administration to enforce strict restrictions on movement of transport vehicles, thereby causing serious losses to the local transporters, affecting steel productions and disrupting business activities. In this regard the Core Committee of the Continue Reading
Odisha News
ଯାଜପୁର,୧୨/୧୦ : ମଣ୍ଡପରୁ ଲୁଟିନେଲେ ମା’ଙ୍କର ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର। ଯାଜପୁର କୋରେଇ ଥାନା ବରୁଣ୍ଡେଇସ୍ଥିତ ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ କୋରାଇ ଥାନାରେ ଅଭିଯୋଗ ହୋଇଛି।ଗତକାଲି ରାତିରେ ଭୋଜିଭାତ ସରିବା ପରେ କମିଟି ସଦସ୍ୟ ଓ ପୂଜକ ମନ୍ଦିର ଭିତରେ ଶୋଇଥିଲେ। ହଠାତ ରାତି ୨ଟା ବେଳେ ମନ୍ଦିର ମୁଖ୍ୟ ଦ୍ୱାର ଖୋଲାଥିବା ଦେଖିଥିଲେ କମିଟି ସଦସ୍ୟ ଓ ପୂଜକ। ପରେ ଜାଣିବାକୁ ପାଇଥିଲେ ମାଆଙ୍କର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୨/୧୦ : ସଖୀ ୱାନ ଷ୍ଟପ ସେଣ୍ଟର , ଗଜପତି ତରଫରୁ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ଉତ୍କଳ ବାଳାଶ୍ରମ, ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ବାଳାଶ୍ରମ ଠାରେ ଅନୁଷ୍ଠାନର ଶିଶୁ କନ୍ୟାମାନଙ୍କୁ ନେଇ ପାଳିତ ହୋଇଯାଇଛି। ।ଉକ୍ତ କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଅଧ୍ୟକ୍ଷତା କରିଥିଲେ ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜଳନ Continue Reading
Odisha News
କଟକ ,୧୨/୧୦: ଆଜି ମଣ୍ଡପରେ ମହାମାୟାଙ୍କ ମହା ନବମୀ। ଦୁର୍ଗତୀନାଶିନୀଙ୍କ ଆବାହନରେ ପ୍ରକମ୍ପିତ ହେଉଛି ଗଗନ ପବନ। ଘଣ୍ଟ ଘଣ୍ଟା ଓ ଶଙ୍ଖ ଧ୍ୱନିରେ ଉଛୁଳି ପଡୁଛି ପରିବେଶ। ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ଓ ଚଣ୍ଡୀପାଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ମହାନବମୀ ପୂଜା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶକ୍ତିପୀଠରେ ଚାଲିଛି ମହାମାୟାଙ୍କ ଦଶମୀ ପୂଜା।ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ। Continue Reading
Top Stories
By Subrat Sarangi Bhubaneswar: Utkal Alumina International Ltd (UAIL), an Aditya Birla Group company has recently launchedProject URMI.  It aims at providing better healthcare in the Kashipur Block of Rayagada and Thuamul Rampur Block in Kalahandi. Project URMI will have over a three-year span, touching the lives of thousands. It targets over 5,000 villagers across Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୧୦ : ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା। ମାଆ ଦୁର୍ଗାଙ୍କ ଆଗମନ ପାଇଁ ଉତ୍ସବମୂଖର ହୋଇଉଠିଛି ଗାଁ ଠୁ ସହର।ଗୁରୁବାର ଶକ୍ତିପୀଠ ମାନଙ୍କରେ ମା ଦୁର୍ଗାଙ୍କ ମହାଷ୍ଟମୀ ପୂଜା ଧୁମଧାମରେ ଅନୁଷ୍ଠିତ ହେଉଥିବାବେଳେ ମଣ୍ଡପ ଗୁଡିକରେ ଆରମ୍ଭ ହୋଇଛି ମହାସପ୍ତମୀ ପୂଜା। କନ୍ଧମାଳ ଜିଲ୍ଲାର ବାଲିଗୁଡା, କୋଟଗଡ, ଜି.ଉଦୟଗିରି, କ.ନୂଆଗାଁ, ରାଇକିଆ, ସମେତ ସମଗ୍ର ପୁରପଲ୍ଲୀ ଉତ୍ସବ ମୁଖର ହୋଇଉଠିଛି। ଗତ Continue Reading
Odisha News
ନୂଆଦିଲ୍ଲୀ,୧୦/୧୦ : ଚତୁର୍ଥ ଦିନରେ ସାହିତ୍ୟ ନୋବେଲ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି । ଦକ୍ଷିଣ କୋରିଆର ସାହିତ୍ୟିକା ହାନ୍ କାଙ୍ଗ୍ ଚଳିତ ବର୍ଷ ନୋବେଲ ପୁରସ୍କାର ଗ୍ରହଣ କରିବେ । ୫୩ ବର୍ଷୀୟ ହାନ୍ କାଙ୍ଗ୍ ଜୀବନଧର୍ମୀ ଆଧ୍ୟାତ୍ମିକା ଲେଖା ପାଇଁ ସେ ଏହି ସମ୍ମାନ ଜନକ ପୁରସ୍କାରରେ ପୁରସ୍କୃତ ହେବେ ।୨୦୨୪ ବର୍ଷ ପାଇଁ ଚିକିତ୍ସା କ୍ଷେତ୍ରରେ ଦୁଇ ଜଣ ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନ, ପଦାର୍ଥ ବିଜ୍ଞାନରେ ଜନ୍ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୦/୧୦ : ଆଗଲପୁର ବ୍ଲକ ରେ ଶାରଦୀୟ ଦୁର୍ଗାପୂଜା ଅନୁଷ୍ଠିତ ହୋଇଯାଇଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ.ମୁକେଶ ମହାଳିଙ୍ଗ ଆଜି ଅଂଚଳ ର ବିଭିନ୍ନ ପୂଜା ମଣ୍ଡପ କୁ ଯାଇ ମା ଦୁର୍ଗା ଙ୍କୁ ଦର୍ଶନ କରି ଅଂଚଳବାସୀଙ୍କୁ ଶାରଦୀୟ ଅଭିନନ୍ଦନ ଜଣାଇଛନ୍ତି।ସାଙ୍ଗରେ ବ୍ଲକ ବିଜେପି ମଣ୍ଡଳ ସଭାପତି ପିତାମ୍ବର କଣ୍ଟା ଉପସ୍ଥିତ ଥିଲେ।ଆଗଲପୁର,ଡୁଡୁକା,ସାଲେଭଟା,କୁଟାସିଂହା,ବକଟି,ବେନ୍ଦ୍ରା ଗ୍ରାମ ମାନଙ୍କର Continue Reading