Home Articles posted by odadmin (Page 66)
Top Stories
By Akshya Rout Jajpur: Popular Odia actor-turned-politician Akash Das Nayak has carved out a distinct identity in public life, transitioning from a successful film career to active politics with a focus on public service and regional development. Widely known for his performances in Odia cinema, Akash Das Nayak earned popularity through a series of commercially […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୭ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ +୩ ଛାତ୍ରଛାତ୍ରୀଙ୍କୁ ନେଇ ବୁଧବାର ଉଚ୍ଚ ଶିକ୍ଷା ବିଭାଗର ପ୍ରତ୍ୟକ୍ଷ ଅନୁଦାନରେ ଏକ ସଚେତନତା କାର୍ଯ୍ୟକ୍ରମ ” ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା\” କର୍ମଶାଳା (ଷ୍ଟାର୍ଟ ଅପ୍ ଏଣ୍ଡ ଇନୋଭେସନ) ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ ସ୍ଥାନୀୟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ମୁଖ୍ୟ ପରିଚାଳକ ଅକ୍ଷୟ କୁମାର ବେହେରା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୨/ ୭ : ଖୋରଧା ଗ୍ରାମ୍ୟ ନିର୍ମାଣ ଉପ ବିଭାଜନ କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫ ର ସଠିକ୍ କାର୍ଯ୍ୟକାରିତାକୁ ନେଇ ପୁଣିଥରେ ପ୍ରଶ୍ନ ଉଠିଛି।ସୂଚନା ଅଧିକାର ଆଇନ ଅନୁଯାୟୀ ଆବେଦନ କରିବା ପରେ ଆବେଦନକାରୀଙ୍କୁ ସଠିକ୍ ଓ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯାଉନଥିବା ସହ ବିଭ୍ରାନ୍ତିକର ଉତ୍ତର ଦିଆଯାଉଥିବା ନେଇ ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ନେଇ ବିଭାଗର ସ୍ୱଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି Continue Reading
Odisha News
ଗଞ୍ଜାମ , ୨୨/୭ :ଗଞ୍ଜାମ ଜିଲ୍ଲାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି। ଆକ୍ରାନ୍ତ ଜଣଙ୍କ ଜଣେ ମହିଳା। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ମହିଳା ଜଣଙ୍କୁ ଥଣ୍ଡାଜ୍ୱର ଲାଗି ରହିଥିବାରୁ ସେ ଏମକେସିଜିରେ ବେଶ କିଛି ଦିନ ହେବ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କର କରୋନା ଟେଷ୍ଟ କରା ଯାଇଥିଲା। ଏହି ସମୟରେ ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭି ଆସିଥିଲା। […]Continue Reading
Odisha News
ଭୁବନେଶ୍ୱର,୨୨/୭: ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ଆକ୍ସନ୍ ମୋଡ୍‌କୁ ଆସିଛନ୍ତି।ଏହାକୁ ନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ବାହୁଡ଼ାଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେ ଭଳି ପରବର୍ତ୍ତୀ ସମସ୍ତ ନୀତିକାନ୍ତିକୁ ନିର୍ବିଘ୍ନରେ ସମ୍ପନ୍ନ କରିବା ପାଇଁ ବ୍ୟାପକ ରଣନୀତି ଉପରେ Continue Reading
Business News Top Stories
By Swagatika Mohapatra Bhubaneswar, July 22: Odisha-based GovTech and enterprise digital transformation company CSM Technologies Ltd reported a 70.2 per cent year-on-year increase in consolidated profit after tax (PAT) to Rs 24.01 crore for the financial year ended March 2026, supported by stronger operating efficiencies and improved margins. The company’s total income Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୨/ ୭ : ରାଜ୍ୟ ସରକାରଙ୍କ ଏମଏସଏମଇ ବିଭାଗର କମିଶନର-କମ୍-ସଚିବ ଶ୍ରୀମତୀ ରଶ୍ମିତା ପଣ୍ଡା, ଓଇଝ ଆଜି ନୟାଗଡ଼ ଜିଲ୍ଲା ଗସ୍ତ କରି Special Intensive Revision (SIR)-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଥିଲେ।ପ୍ରଥମେ ସେ ଜିଲ୍ଲାର ସ୍ଵୀକୃତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ବୈଠକ କରି SIR କାର୍ଯ୍ୟକ୍ରମର ସ୍ଵଚ୍ଛ, ନିରପେକ୍ଷ ଓ ସଫଳ କାର୍ଯ୍ୟାନ୍ଵୟନ ସମ୍ପର୍କରେ ମତବିନିମୟ କରିଥିଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୭ : ଓଡ଼ିଶା ସୋସାଇଟି ଫର୍ ସୋସିଆଲ୍ ଅଡିଟ୍, ଆକାଉଣ୍ଟେବିଲିଟି ଆଣ୍ଡ ଟ୍ରାନ୍ସପାରେନ୍ସି (OSSAAT )ର ନିର୍ଦ୍ଦେଶକ ନିହାରରଞ୍ଜନ ସ୍ୱାଇଁ ଏବଂ ସୋସିଆଲ୍ ଅଡିଟ୍ ବିଶେଷଜ୍ଞ ଶ୍ରୀମତୀ ପୁଷ୍ପାଞ୍ଜଳି ସାୱତ ଆଜି ବୌଦ୍ଧ ଜିଲ୍ଲା ଗସ୍ତ କରି ମନରେଗା ଓ ଭି ବି ଜି ରାମ୍ ଜି ଯୋଜନାର ବିଭିନ୍ନ କାର୍ଯ୍ୟର ସାମାଜିକ ସମୀକ୍ଷା କରିବା ସହ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ପ୍ରଥମେ ଜିଲ୍ଲା ମୁଖ୍ୟ ଉନ୍ନୟନ Continue Reading
Top Stories
By Akshya Rout Jajpur, July 22: Former Odisha minister Pritiranjan Gharai has appealed to Chief Minister Mohan Charan Majhi to intervene in the alleged illegal and unregulated chromite mining activities in the Sukinda Valley, alleging that indiscriminate blasting and environmental pollution have endangered the lives, health and livelihoods of hundreds of tribal families. Continue Reading