Home Articles posted by odadmin (Page 662)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧୦: ୫୩ତମ କେନ୍ଦ୍ରୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତା ଉତ୍ତର ପ୍ରଦେଶର ଫରିଦାବାଦଠାରେ ଅନୁଷ୍ଠିତ ହୋଇଯାଇଛି ।ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟରୁ ଆଞ୍ଚଳିକ ସ୍ତରରେ ଚୟନ ହୋଇ ଜାତୀୟସ୍ତର ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ନିମିତ୍ତ ଇଣ୍ଡିଆନ ରାଉଣ୍ଡରେ ତୀରନ୍ଦାଜୀ ସୂରଜ ମେହେର,କ୍ରୀଷ୍ଣାମୟୀ ମହାକୁଡ,ସନ୍ତୃପ୍ତି ସାହୁ, ସ୍ନିଗ୍ଧାରାଣୀ ଯାନୀ ଏବଂ କମ୍ପାଉଣ୍ଡ ରାଉଣ୍ଡରେ ଆଦିତ୍ୟ ଅଗ୍ରୱାଲ ଫରିଦାବାଦ Continue Reading
Business News Top Stories
–  Hon’ble Dy. Chief Minister Sri KV Singhdeo & Hon. MP (Balangir) Smt. Sangeeta Kumari Singhdeo Inaugurated  the Monumental Flag Pole of 108 ft high at Ramai High School Ground –   District Collector, SP & eminent Citizens joined the grand occasion By Subrat Sarangi Bhubaneswar / Patnagarh, Oct. 2: Flag Foundation of India, led by […]Continue Reading
Top Stories
BJP counters with allegations of ‘corruption’ and ‘nepotism’ By Sukant Mohanty Bhubaneswar, Oct. 2:  Former Odisha Chief Minister and Biju Janata Dal (BJD) president Naveen Patnaik launched a sharp critique of the Bharatiya Janata Party (BJP) on Wednesday, accusing the saffron party of misleading voters to win power in the state. Speaking at the launch […]Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୨/୧୦: ଦଶହରା ନବରାତ୍ର ଉପଲକ୍ଷେ ନଅଦିନ ବ୍ୟାପୀ ଯୋଗ ଭଟ୍ଟି ଶିବିର ବକ୍ସି ବଜାର ବ୍ରହ୍ମା କୁମାରୀ ଇଶ୍ୱରିୟ ବିଶ୍ଵ ବିଦ୍ୟାଳୟରେ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ ହୋଇଛି । ବି କେ ଛୋଟୁ,ବରଦା ଦାସ ଅତିଥି ଭାବେ ଯୋଗ ଦେଇ ସମସ୍ତ ଭାଇ ଭଉଣୀଙ୍କୁ ଚନ୍ଦନ ଟିପା ଓ ମୁକୁଟ ପିନ୍ଧ।ଇ ଶିବିର ସମ୍ପର୍କରେ ଭାଷଣ ଦେଇ ବହୁ ସଂଖ୍ୟାରେ ଉପକୃତ ପାଇଁ କହି ଥିଲେ ।ପରେ ଆଶ୍ରମ ମୁଖ୍ୟ ବି […]Continue Reading
Odisha News
ଭୁବନେଶ୍ୱର,୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍।ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ Continue Reading
Odisha News
ଭୁବନେଶ୍ୱର,୨/୧୦: ବଦଳିବ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ । ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ସବୁଜ ବଦଳରେ ପିନ୍ଧିବେ ବାଦାମୀ ରଙ୍ଗର ଡ୍ରେସ୍ ।ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ସମସ୍ତଙ୍କୁ ଡ୍ରେସ ମିଳିବ। ଏହା ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ ବୋଲି ଆଜି ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।ପୂର୍ବରୁ ଛାତ୍ରୀଙ୍କ ପାଇଁ ହ୍ୱାଇଟ ଗ୍ରିନ ଚେକ୍ ସାଲ୍‌ୱାର ସହ ଗ୍ରୀନ ଜ୍ୟାକେଟ, Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨/୧୦: ଆଜି ଯାଜପୁର ଜିଲ୍ଲା ସଦର ମହକୁମାସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଅଛି। ସକାଳ ୮ ଘଟିକା ୩୦ ମିନିଟ ସମୟରେ ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ୱେଷା ରେଡ୍ଡୀ ଗାନ୍ଧୀ ଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପରେ ଜିଲ୍ଲା ସ୍କୁଲ, ଯାଜପୁର ପରିସରରେ ଥିବା ମହାତ୍ମା ଗାନ୍ଧୀ, ଲାଲ Continue Reading
Odisha News
ପୁରୀ, ୨/୧୦ : ଆଜି ପବିତ୍ର ମହାଳୟା। ମା’ ଜଗତଜନନୀଙ୍କ ଆଗମନ ହେବ। ଆଜିଠୁ ଆରମ୍ଭ ହୋଇଛି ନବରାତ୍ର ପୂଜା। ବିଭିନ୍ନ ଶକ୍ତି ପୀଠରେ ମା’ଙ୍କ ଭିନ୍ନ ଭିନ୍ନ ବେଶରେ ଆରାଧନା କରାଯିବ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି। ବର୍ଷର ଅନ୍ୟ ଦିନମାନଙ୍କରେ ମା’ ସମଲେଇ ସିନ୍ଦୁରବର୍ଣ୍ଣା ରୂପରେ ରହିଥାନ୍ତି। କିନ୍ତୁ ମହାଳୟା ଦିନ ମା’ଙ୍କୁ ଧବଳମୁଖୀ ବେଶରେ ସଜ୍ଜିତ ହୋଇଥାନ୍ତି।ମା’ଙ୍କର ସେହି ଦୁର୍ଲଭ ବେଶ ଦେଖିବା Continue Reading