Home Articles posted by odadmin (Page 665)
Odisha News
ଭୁବନେଶ୍ୱର,୩୦/୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ ।ଖାସ କରି ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୩୦/୯ : ସର୍ବଦା ସୁରକ୍ଷାକୁ ଅଗ୍ରାଧିକାର ଦେଉଥିବା ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପାର୍ବଣଋତୁ ଅବସରରେ ବିଦ୍ୟୁତ ସମ୍ପର୍କିତ ସତର୍କତାକୁ ବିଶେଷ ଧ୍ୟାନ ଦେବା ପାଇଁ ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ପରାମର୍ଶ ଦେଇଛି।ପବିତ୍ର ଦୁର୍ଗା ପୂଜା ଓ କାଳୀ ପୂଜା ଅବସରରେ ନିର୍ମାଣ କରାଯାଉଥିବା ମଣ୍ଡପ ତଥା ଅସ୍ଥାୟୀ ଟେଣ୍ଟଗୁଡ଼ିକୁ ବିଦ୍ୟୁତ ଖୁଣ୍ଟ, ତାର ଅବା ଟ୍ରାନ୍ସଫର୍ମରଗୁଡିକଠାରୁ Continue Reading
Top Stories
By Chitta Ranjan Beura Bhubaneswar, Sept 30 : Dr. Achyuta Samanta, Founder of KIIT, KISS and KIMS, has been awarded the ‘Iconic Healthcare Leader’ honour by the Association of Healthcare Providers India (AHPI). The award was presented during the second AHPI Leadership Convention held in Chennai on Sunday. Dr. Samanta received this accolade for his […]Continue Reading
Odisha News
ବଡ଼ଚଣା, ୨୯/୯ : ଯାଜପୁର ଜିଲ୍ଲା ବଡ଼ଚଣାରେ ଆୟୋଜିତ ସଦସ୍ୟତା ଅଭିଯାନ କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧାସଳଖ ବିଜେଡିକୁ ଟାର୍ଗେଟ୍ କରିଛନ୍ତି।ସେ କହିଛନ୍ତି, ଯାଜପୁର ଜିଲ୍ଲାରେ ବିକାଶ ନାଆଁରେ ବିନାଶ କରିଛି ବିଜେଡି। ଗୋଟିଏ ନୁହେଁ, ୩ ପରିବାର ଯାଜପୁର ଜିଲ୍ଲାକୁ ବିକାଶ ନାଁରେ ବିନାଶ କରିଛନ୍ତି। ସେମାନେ ଯାଜପୁରକୁ ଲୁଟିଛନ୍ତି। ସେମାନେ ନିଜକୁ ନବୀନଙ୍କ କ୍ରୀତଦାସ ବୋଲି କହୁଥିଲେ।କାହାକୁ ନ୍ୟାୟ ଦେଇନାହାନ୍ତି ଯାଜପୁର Continue Reading
Odisha News
ଭୁବନେଶ୍ୱର,୨୯/୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ।ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏନେଇ ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ Continue Reading
Odisha News
ଭୁବନେଶ୍ୱର, ୨୯/୯ : ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଆଜି ଏହି ଦ୍ୱନ୍ଦ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।ଉପମୁଖ୍ୟ କହିଛନ୍ତି,ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ୧୮ ତମ ବିଶ୍ଵ ଜଳାତଙ୍କ ଦିବସ-୨୦୨୪ ପାଳନ ଅବସରରେ ବିଭିନ୍ନ ପ୍ରଜାତିର କୁକୁର ମାନଙ୍କୁ ପ୍ରତିଷେଧକ ଟୀକାକରଣ ସମେତ ଶୋଭାଯାତ୍ରା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ ପରିସରରେ କୁକୁର ମାନଙ୍କ ନିମନ୍ତେ ଜଳାତଙ୍କ ପ୍ରତିଷେଧକ Continue Reading
Odisha News
ଭୁବନେଶ୍ୱର, ୨୯/୯ : ଗାଡ଼ି ଚେକିଂ କରୁଥିଲା କମିଶନରେଟ୍ ପୁଲିସ। ଚେକିଂ ବେଳେ କାରରୁ ମିଳିଲା ପୁଳା ପୁଳା ଟଙ୍କା। ଭୁବନେଶ୍ୱର ସ୍ଥିତ ଚନ୍ଦ୍ରଶେଖରପୁରଥାନା ଓମ୍ଫେଡ଼ ଛକ ନିକଟରେ ଜଣେ ବ୍ୟକ୍ତିଙ୍କ କାରରୁ ୪ ଲକ୍ଷ ୭୭ ହଜାର ଟଙ୍କା ଜବତ କରିଛି ପୁଲିସ।ଉକ୍ତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟଜ୍ୟୋତି ନାୟକ। ପୁଲିସ ତାଙ୍କୁ ଅଟକ ରଖି ଟଙ୍କା ବାବଦରେ ପଚରାଉଚରା କରୁଛି।ଗତକାଲି ରାତିରେ ଚନ୍ଦ୍ରଶେଖରପୁର ଥାନା ଓମ୍ଫେଡ଼ ଛକ ନିକଟରେ ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ Continue Reading
National News
NEW DELHI, SEPT 29 : Sitaram Yechury was the “glue” that brought the INDIA bloc together, Opposition leaders said on Saturday as they paid tributes to the late CPI(M) general secretary. Several Opposition leaders, including Congress leaders Rahul Gandhi and Mallikarjun Kharge, DMK’s Kanimozhi, NCP(SP)’s Supriya Sule, and NC leader Farooq Abdullah attended the meeting. […]Continue Reading