Home Articles posted by odadmin (Page 668)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୯: ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ , କଟକ ଏବଂ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ସୋସିଆଲ ମିଡ଼ିଆ ସୁରକ୍ଷା ଏବଂ ସାଇବର ଆଇନ ସମ୍ପର୍କିତ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିର Continue Reading
Odisha News
ଭୁବନେଶ୍ୱର,୨୭/୯ : ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ପର‌୍ୟ୍ୟନ୍ତ ଏହି ପଦରେ ଅବସ୍ଥାପିତ ରହିବେ।ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ ବିଜୁ ପଟ୍ଟନାୟକ ପୋଲିସ୍ ଏକାଡେମୀ ନିର୍ଦ୍ଦେଶକ Continue Reading
National News
MYSURU, SEPT 27 : Lokayukta police here on Friday registered a First Information Report (FIR) against Chief Minister Siddaramaiah and others in the Mysuru Urban Development Authority (MUDA) site allotment case, following the court order, official sources said. A Special Court in Bengaluru on Wednesday ordered a Lokayukta police probe against Siddaramaiah in the case, […]Continue Reading
Odisha News
ଭୁବନେଶ୍ୱର,୨୭/୯: ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ।ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ Continue Reading
Odisha News
କୋରାପୁଟ, ୨୭/୯: ପୁଣି ଜଣେ ସରକାରୀ ଅଧିକାରୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କୋରାପୁଟ ଜିଲ୍ଲା କୁଣ୍ଡୁରା ବ୍ଲକ୍ ସହକାରୀ ଯନ୍ତ୍ରୀ ଶ୍ରୀମତି ଭାନୁମତି ଟୁଡୁଙ୍କୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଧରିଛି ।ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗକାରୀଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ଏବଂ ପରେ ଏହାକୁ ଗ୍ରହଣ କରିଥିଲେ । ଏକ ବିଲ ପାସ କରାଇ ଦେବାକୁ ସେ ଏହି ଟଙ୍କା ନେଉଥିଲେ ବୋଲି ଜଣାପଡ଼ିଛି । ଧରାପଡ଼ିବା ପରେ ସହକାରୀ ଯନ୍ତ୍ରୀଙ୍କର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୯: ଆଜି ପୁରୁଣାକଟକ ପିଡବ୍ଲ୍ୱଡି ଡାକ ବଙ୍ଗଳାଠାରେ ବିଜୁ ଜନତାଦଳ ହରଭଙ୍ଗା ବ୍ଲକ ସାଙ୍ଗଠନିକ ବୈଠକ ବରିଷ୍ଠ ଓକିଲ ରବିଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ପ୍ରଦୀପ କୁମାର ଅମାତ ବୌଦ୍ଧ ପର୍ଯ୍ୟବେକ୍ଷକ ଚିତ୍ତରଞ୍ଜନ କର୍ଣ୍ଣ ଜିଲ୍ଲାକାର୍ଯ୍ୟକାରୀ ସଭାପତି ସୁବୋଧ ପ୍ରଧାନ ବିସିସିବି ସଭାପତି ଅରୁଣ କୁମାର ପ୍ରଧାନ ସୀତାରାମ ଅଗ୍ରୱାଲ ଯୁବନେତା ଅବକାଶ Continue Reading