Home Articles posted by odadmin (Page 673)
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୪/୯ : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଆଗଲପୁର (ଡୁଡୁକା ) ବ୍ଲକ କୁଟାସିଂହା ପଂଚାୟତ ତେନ୍ତୁଳିଗାଁ ରେ ସହିଦ ସୁମନ୍ତ ପଧାନ ଙ୍କ ୪ର୍ଥ ସହିଦ ଦିବସ ପାଳିତ ହୋଇଯାଇଛି।ଏଥିରେ ସ୍ଥାନୀୟ ସରପଞ୍ଚ ଡିଗ୍ରୀ ମେହେର,ଲଛିପୁର ପଂଚାୟତ ମହାବିଦ୍ୟାଳୟ ଅଧ୍ୟାପିକା କଲ୍ୟାଣୀ ମିଶ୍ର,ପ୍ରଧାନ ଶିକ୍ଷକ ବରୁଣ ସାହୁ ବରିଷ୍ଠ ଶିକ୍ଷକ ଚନ୍ଦ୍ରଶେଖର ସାହୁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ପଂଚାୟତ ପରିସରରେ ଥିବା Continue Reading
Odisha News
ଭୁବନେଶ୍ୱର, ୨୪/୯ : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି।ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ପାଞ୍ଚ ଦିନ ଯାଏଁ ବର୍ଷା ଲାଗି ରହିବ। Continue Reading
Odisha News
ପୁରୀ, ୨୪/୯: ତିରୁପତି ଲଡ଼ୁକୁ ନେଇ ବିବାଦ ଏବେ ସାରା ଦେଶରେ ଭକ୍ତଙ୍କ ମନରେ ଏକ ବଡ଼ ସନ୍ଦେହ ସୃଷ୍ଟି କରିଛି । ତେବେ ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ମହାପ୍ରସାଦ ଏବଂ ଘିଅର ମାନ ଯାଞ୍ଚ ହେବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।ଦକ୍ଷିଣ ଭାରତର ପ୍ରସିଦ୍ଧ ତିରୁପତି ବାଲାଜୀ ମନ୍ଦିର ଲଡୁ ପ୍ରସାଦରେ ଗୋ ମାଂସ ଚର୍ବି ଏବଂ ମାଛ ତେଲ ମିଶୁ ଥିବା ଅଭିଯୋଗ ଆସିବା ପରେ ଏବେ ଦେଶର […]Continue Reading
Odisha News
ଭୁବନେଶ୍ୱର,୨୪/୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି।ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ।ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି Continue Reading
Odisha News
କଟକ, ୨୪/୯ : ଚଳନ୍ତା ଡାଲି ଟ୍ରକ୍‌ରେ ହଠାତ୍ ଲାଗିଗଲା ନିଆଁ। ପୋଡ଼ି ପାଉଶଁ ହୋଇଗଲା ୩୦ ଟନ୍ ଡାଲି। ‌ସୌଭାଗ୍ୟ ବଶଃତ ଟ୍ରକ୍ ଡ୍ରାଇଭରର କିଛି ହୋଇନାହିଁ। କଟକ ଜିଲ୍ଲା ଅଡ଼ଶପୁର-ନିଆଳି ରାସ୍ତାର ଅମଣାକୁଦ ଛକରେ ଏହି ଘଟଣା ଘଟିଛି।ଆଜି ଭୋର ୪ଟା ସମୟରେ ଟ୍ରକ୍‌ଟି ରାୟପୁରରୁ ଡାଲି ବୋଝେଇ କରି କୋଣାର୍କ ଅଭିମୁଖେ ଯାଉଥିଲା। ଅମଣାକୁଦ ଛକରେ ଟ୍ରକରେ ନିଆଁ ଲାଗିଯାଇଥିବା ଡ୍ରାଇଭର ହଠାତ୍ ଜାଣି ପାରିଥିଲେ। ସଙ୍ଗେସଙ୍ଗେ ଦମକଳ ବାହିନୀକୁ ଖବର ଦେଇଥିଲେ।ଅଗ୍ନିଶମ Continue Reading
Odisha News
ଫୁଲନଖରା,୨୪/୯ : କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି।ଖବର ପାଇ କଟକ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ସହୟତାରେ ମୃତଦେହ ଉଦ୍ଧାର କରିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ଏସିବି ମେଡିକାଲକୁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ […]Continue Reading