Home Articles posted by odadmin (Page 677)
Odisha News
ଲାଞ୍ଜିଗଡ଼,୨୨/୯ : କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି।ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସୁସ୍ଥ ହୋଇ ଘରେ ଅଛନ୍ତି। ଗୁରୁତର ବୁର୍ଜା ମାଝୀଙ୍କର ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।ସୂଚନାନୁସାରେ, ବେତିଆପଡ଼ା ଗାଁର ୫ଜଣ ବ୍ୟକ୍ତି ବୁର୍ଜା Continue Reading
National News
SRILANKA, SEPT 22 : Anura Kumara Dissanayake, leader of the Marxist JVP’s broader front, the National People’s Power (NPP), has consolidated his lead in Sri Lanka’s presidential election and is poised to become the island nation’s next head of state. The ongoing count in Saturday’s poll showed Dissanayaka at 52% with just over a million […]Continue Reading
National News
WILMINGTON, SEPT 22 : Prime Minister Narendra Modi held an “extremely fruitful” meeting with US President Joe Biden during which the two leaders discussed ways to further enhance bilateral cooperation in areas of mutual interest and exchanged views on global and regional issues, including the Indo-Pacific region and beyond. Modi, who is in the US […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୯: କନ୍ଧମାଳ ଜିଲ୍ଲା ସମେତ ସମଗ୍ର ବାଲିଗୁଡା ଉପଖଣ୍ଡରେ ବିଭିନ୍ନ ପ୍ରକାର ନକଲି ଖାଦ୍ୟ ସାମଗ୍ରୀ ବିକ୍ରି ବୃଦ୍ଧି ଚାଲିଛି ।ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନିୟମିତ ଦୃଷ୍ଟି ଦେଉନଥିବାରୁ ଖାଉଟି ମହଲରେ ତିବ୍ର ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି ।ବର୍ତ୍ତମାନ ପାର୍ବଣ, ପର୍ଯ୍ୟଟନ ତଥା ବର୍ଷା ଓ ଶୀତ ଋତୁକୁ ଆଖି ଆଗରେ ରଖି ବାଲିଗୁଡା ସମେତ ଜିଲ୍ଲାର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୯: ଜିଲ୍ଲା ସ୍ତରୀୟ ବିକାଶ ମେଳା-୨୦୨୪ ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ କଚେରୀ ପଡିଆ, ବୌଦ୍ଧଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ମେଳା ତିନି ଦିନ ଧରି ବୌଦ୍ଧ ଜିଲ୍ଲାରେ ସେପ୍ଟେମ୍ବର ୨୧ ରୁ ୨୩ ରିଖ ପର‌୍ୟ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ର ମନ୍ତ୍ରୀ (ସ୍ଵାଧୀନ) ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ,୨୧/୯: ଉପ ମୁଖ୍ୟ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ କଟକ ସର୍କିଟ ହାଉସ ଗସ୍ତ ସମୟରେ ଥିଙ୍କର୍ଷ କ୍ଳବ୍ ତରଫରୁ ସଭାପତି ବରଦା ଦାସ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ଓ ରାଜ୍ୟ ବିଜେପି ମହିଳା ଶାଖା ସମ୍ପାଦିକା ସ୍ମୃତି ରେଖା ଦାସ, ବିନୋଦ ଦାସଙ୍କ ଉପସ୍ଥିତି ରେ ସ୍ମାରକ୍ ପତ୍ର ପ୍ରଦାନ କରିଛନ୍ତି ।ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୧୧-୧୨ ରେ ସଞ୍ଜୟ ଦାସ ବର୍ମା ବୈଷୟିକ ମନ୍ତ୍ରୀ […]Continue Reading
Odisha News
କଟକ,୨୧/୯ : ପାଖେଇ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। କଟକ ସହରରେ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୁଲିସର କଟକଣା କରାଯାଇଛି।ଭସାଣିରେ ୬ଟି ସାଉଣ୍ଡ ବକ୍ସ ବ୍ୟବହାର ନ କରିବା ପାଇଁ ବାରଣ କରାଯାଇଛି। ଏଥିସହ ଦଶହରାରେ ଡିଜେ ସମ୍ପୂର୍ଣ୍ଣ ମନା ହୋଇଛି। ଏହା ସହ ସୁନାଚାନ୍ଦି ମେଢ଼ ମଣ୍ଡପ ନିକଟରେ ବନ୍ଧୁକଧାରୀ ପୁଲିସ ମୁତୟନ ହେବେ। ପୁଲିସ ପକ୍ଷରୁ ଆୟୋଜିତ ଦୁର୍ଗା ପୂଜା Continue Reading