Home Articles posted by odadmin (Page 679)
Odisha News
ବାଲେଶ୍ୱର,୨୦/୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି।୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଭିଜିଲାନ୍ସ ଟିମ୍ ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେଉଁନ୍ଦୁଝର ଏବଂ ଫୁଲବାଣୀ ଭଳି ୧୧ ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା।ଭିଣୋଇଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ Continue Reading
Top Stories
By Nalini Sahu Bhubaneswar, Sept.  20: The prestigious ‘SaralaPuraskar,’  Odisha’s highest literature award given annually by the IMFA Charitable Trust (IMPaCT) for the best literary achievement, will be presented this year to the famous feminist writer Sarojini Sahoo. Sahoo has been chosen for the award for his novel ‘Asthira Pada’ published by Srujan India Continue Reading
National News
MUMBAI,SEPT 20 : Prime Minister Narendra Modi demonstrated the power of mobile payments by making a purchase using Paytm’s QR code seamlessly on Friday, to pay a local artisan. This highlights how mobile payments can enhance traditional craftsmanship. During his visit to Wardha, Maharashtra, Prime Minister Modi participated in the National ‘PM Vishwakarma’ Programme, Continue Reading
Odisha News
ଭୁବନେଶ୍ୱର,୨୦/୯: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ। ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ।ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୯ : ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏସଏସଡି) ଖେଳ ପଡିଆ ଠାରେ ଗଜପତି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟର ଆୟୋଜକରେ ଗଜପତି ଜିଲ୍ଲାସ୍ତରୀୟ ୨ ଦିନିଆ ସମୂହ କ୍ରୀଡା ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଯାଇଛି ।ଏହି କ୍ରୀଡା ପ୍ରତିଯୋଗିତାରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ଏବଂ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ ପାଣିଗ୍ରାହୀ ଅତିଥି Continue Reading
Odisha News
କେନ୍ଦୁଝର,୨୦/୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର ଏହି ମାମଲାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଶ୍ଚିତ କରିଛନ୍ତି।ଖବରଦାତାଙ୍କ ସହିତ କଥା ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର କହିଛନ୍ତି, ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ Continue Reading
Odisha News
ମାଲକାନଗିରି, ୨୦/୯ : ବିଏସଏଫ୍ ଯବାନଙ୍କୁ ମିଳିଛି ସଫଳତା। ଫୁଟିବା ପୂର୍ବରୁ ଗଛ ମୂଳରେ ଖଞ୍ଜା ଯାଇଥିବା ଟିଫିନ ବୋମାକୁ ନିଷ୍କ୍ରିୟ କରିଛନ୍ତି ବିଏସଏଫ ଯବାନ। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲାରେ।ଜିଲ୍ଲାର ଭେଜେଙ୍ଗୱାଡା ଜଙ୍ଗଲରେ ନକ୍ସଲମାନେ ଗଛ ମୂଳରେ ଟିଫିନ ବୋମା ଖଞ୍ଜିଥିଲେ। ଗତକାଲି ବିଏସଏଫ୍ ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିଲେ। ଏହି ସମୟରେ ଟିଫିନ ବୋମା ସହ ଡିଟୋନେଟର ଓ ବିଦ୍ୟୁତ୍ ତାର ଉଦ୍ଧାର କରିଥିଲେ। ପରେ Continue Reading
Odisha News
ମୟୂରଭଞ୍ଜ, ୨୦/୯ : ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗାଁରେ ଏକାଦଶାହ ଭୋହ ଭୋଜି ହୋଇଥିଲା। ଏହି ଭୋଜି ଖାଇବା ପରେ ଗାଁର ତଥା ଗାଁ ବାହାରୁ ଆସିଥିବା କିଛି ଲୋକଙ୍କର ଜି ଖାଇବା ପରେ ଝାଡ଼ାବାନ୍ତି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିଭଳି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଗାଁର ୨୦ରୁ ଅଧିକ ଲୋକଙ୍କୁ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି […]Continue Reading