Home Articles posted by odadmin (Page 68)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୦/୭ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ସଭାପତି ବିଶ୍ବରଂଜନ ଦାସ ଙ୍କ ନିର୍ଦ୍ଦେଶକ୍ରମେ ଆଜି ନୟାଗଡ ଜିଲ୍ଲାର ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ ରାଜ୍ୟ ସରକାର କେଜି ରୁ ପିଜି ନିଃଶୁକ୍ଳ ଶିକ୍ଷା ଓ ଜାତୀୟ ଶିକ୍ଷା ନୀତି ଲାଗୁ କରିଛନ୍ତି ଯାହା ଦ୍ୱାରା ମହାବିଦ୍ୟାଳୟର ମ୍ୟାନେଜମେଣ୍ଟ କର୍ମଚାରୀ ଙ୍କ ଉପରେ ବୋଝ ଉପରେ ଲଳିତା ବିଡ଼ା ସଦୃଶ।ସରକାର ଏ ନିଶୁଳ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୭: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୭ତମ ବିଦ୍ୟାରମ୍ଭ ସାମ୍ବତ୍ସରିକ ଉତ୍ସବ ଓ ବନ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି।ମୈତ୍ରୀ ଭବନ ପରିସରରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ପୂର୍ଣ୍ଣିମା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପରିଚାଳନା ସମିତି ସଭାପତି ତଥା ପୂର୍ବତନ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟ ଅତିଥି , ମୁଖ୍ୟ ପରାମର୍ଶଦାତା ପୂର୍ବତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୭ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ […]Continue Reading
National News
NEW DELHI, JULY 20 : In a major step towards dengue prevention, the Central Drugs Standard Control Organisation (CDSCO) has approved Japanese drug maker Takeda Pharmaceutical’s QDENGA (TAK-003), making it the first dengue vaccine to receive approval in India. The company said the vaccine has now been approved in 43 countries, including India, and more […]Continue Reading
Odisha News
ପୁରୀ, ୨୦/୭ : ଆଜି ହେରାପଞ୍ଚମୀ । ସେଥିପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭକ୍ତ । ହେରାପଞ୍ଚମୀରେ ଆଡ଼ପ ଦର୍ଶନ କରିବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ । କିନ୍ତୁ ହେରା ପଞ୍ଚମୀରେ କୌଣସି ଭିଆଇପି ଦର୍ଶନ ବ୍ୟବସ୍ଥା ନାହିଁ ବୋଲି ସ୍ପଷ୍ଟ ଭାବେ କହିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ସତ୍ୟଜିତ ନାଏକ ।ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଜାରି ରହିଛି । କେନ୍ଦ୍ରାଞ୍ଚଳ ଆଇଜି ସୂଚନା ଦେଇଛନ୍ତି ହେରାପଞ୍ଚମୀରେ ଅଧିକ ଭକ୍ତଙ୍କ ସମାଗମ ହେଉଥିବାରୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨୦/୭ : ଭାରତ ସରକାରଙ୍କ ନିଦ୍ଦେର୍ଶ କ୍ରମେ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ଚାଲିଛି। ଖୋରଧା ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଙ୍କ ଆବାହକତ୍ୱ ରେ ଖୋରଧା ଜ଼ିଲ୍ଲା ର ଖୋରଧା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀ ର ଝଓଜ ସମ୍ପର୍କିତ ସମୀକ୍ଷା ବୈଠକ ଦୁଇଟି ପର୍ଯ୍ୟାୟରେ ଶଙ୍ଖ ଭବନଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବିଜେଡି ର ବରିଷ୍ଠ ସାଧାରଣ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଯାଜପୁର/ଧର୍ମଶାଳା,୧୯/୭ : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କୁମାରୀ, ଦେଉଳୀ ଓ ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଶ୍ରୀ ଗୁଣ୍ଡିଚା ଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମରେ ଟ୍ରାକ୍ଟରରେ ଜଗନ୍ନାଥଙ୍କ ମୁର୍ତୀରଖାଯାଇ ନୃତ୍ୟ ପ୍ରଦର୍ଶନ କରାଯିବା ଘଟଣାକୁ ଉଭୟ ମନ୍ଦିର କମିଟି ଓ ମୁନସୀ ମେଲଣ କମିଟି ପକ୍ଷରୁ କ୍ଷମାପ୍ରାର୍ଥନା କରାଯାଇଛି । ସୂଚନା ଯୋଗ୍ୟ ଯେ ଗତ ୧୬ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଏକ ଟ୍ରାକ୍ଟରରେ ପ୍ରଭୁ Continue Reading