Home Articles posted by odadmin (Page 685)
Business News Top Stories
By Subrat Sarangi Paradip, Sept.17: PPA began the observance of “Swachhta Hi Seva” administering Swachhata Pledge by Shri D.N. Sondhi, F.A & C.A.O, PPA to HoDs and Dy.HoDs at the Portico in front of PPA Administrative Building. Environment Cell of Paradip Port undertook plantation drive under “Ek Ped Maa Ke Naam” at Paradip beach. To […]Continue Reading
Odisha News
ଭୁବନେଶ୍ୱର,୧୬/୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା Continue Reading
Odisha News
ଓଡ଼ିଶା, ୧୭/୯ : ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟସୂଚୀ ଅନୁଯାୟୀ, ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି। ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ପ୍ରଧାନମନ୍ତ୍ରୀ ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ଏଥିପାଇଁ ରାଜଧାନୀର ଜନତା ମଇଦାନରେ ଭବ୍ୟ ଆୟୋଜନ ହୋଇଛି ।ଜନତା ମଇଦାନରେ ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ ୪ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, Continue Reading
Odisha News
ବାଲେଶ୍ୱର,୧୭/୯ : ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବିଭିନ୍ନ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦. ୨୦ମିଟରରେ ପ୍ରବାହିତ ହେଉଛି।ଯଦି ଜଳସ୍ତର ଏଭଳି ବୃଦ୍ଧି ପାଏ ତା’ହାଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୯ : ଆଜି ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର (ନିଶାନ ଶାଲୋମ ଚିଲ୍ଡ୍ରେନ ହୋମ) ର କାଶୀନଗର ବ୍ଲକ୍ ଅନ୍ତର୍ଗତ ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଣିପେଟା ଠାରେ ଥିବା ସରକାରୀ ଗୃହରେ ନୂତନ “ଗୃହ ପ୍ରବେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି “ଗୃହ ପ୍ରବେଶ” କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫିତା କାଟି ଏହି ଗୃହର Continue Reading
Odisha News
ଭୂବନେଶ୍ୱର,୧୬।୯: ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଭୁବନେଶ୍ୱର ଆସି ଏହି ଯୋଜନାର ଶୁଭାରମ୍ଭ କରିବେ।ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫-୫ ହଜାର ଟଙ୍କା ପାଇବେ। ତା ପୂର୍ବରୁ ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ୧ ଟଙ୍କା ଲେଖାଏ ପଠାଇଛନ୍ତି । ଏନେଇ ମୋବାଇଲକୁ କନଫର୍ମେସନ ମେସେଜ ଆସିଛି। Continue Reading
Odisha News
ଭୁବନେଶ୍ୱର,୧୬/୯: ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଏହି କଟକଣା ରହିବ। କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି ହୋଇଛି। ଜୟଦେବ ବିହାର-ନାଲକୋଛକ-ଜୟଦେବ ବିହାର ରାସ୍ତାରେ କଟକଣା ହେବ। ଏହା ସହ ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବାକୁ ପଡ଼ିବ। ଆଚାର୍ଯ୍ୟ Continue Reading