କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର, ୧୨/୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇନଫୋସିଟି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ଭୁବନେଶ୍ୱରରୁ ନାବାଳିକାଙ୍କୁ ଅପହରଣ କରି ଯାଜପୁର ନେଇଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ଇନଫୋସିଟି ଥାନାରେ Continue Reading




