Home Articles posted by odadmin (Page 699)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୯ : ଗଜପତି ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ସମାରୋହ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ , ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣଗ୍ରାହୀ , ମୁଖ୍ୟ ବକ୍ତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୯: ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମେଧାବୀ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ସ୍ଥାନୀୟ କଚେରୀ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି।ବୌଦ୍ଧ ଜିଲ୍ଲା ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ପ୍ରଭାସିନୀ ଦାଶ ଯୋଗ ଦେଇ ଗୁରୁ ହେଉଛନ୍ତି ସମାଜର ସର୍ବଶ୍ରେଷ୍ଠ ଆଦର୍ଶ ଏବଂ ନୂତନ ସମାଜ ଗଠନର ଆବାହକ ବୋଲି ମତ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା, ୫/୯: ରାୟଗଡ଼ା ଜିଲ୍ଲା ମୁନିଗୁଡା ଠାରେ ପ୍ରତିଷ୍ଠିତ ରାଜ୍ୟର ସର୍ବପୁରାତନ ତଥା ପ୍ରଥମ ପଞ୍ଜକୂତ ଚରକ ଆୟୁର୍ବେଦ ଵୈଦ୍ୟ ସଂଘର ପାଞ୍ଚାଜଣ ସଦସ୍ୟ ମାନଙ୍କୁ ଵାଙ୍ଗଲାର ସ୍ଥିତ ଟ୍ରେନସ,ଡିସି ପିଲିନାରୀ ହେଲଥ ସାଇନିସ ଆଣ୍ଡା ଟେକ୍ନୋଲୋଜି ବିଶ୍ଵବିଦ୍ୟାଳୟ ତରଫରୁ ପାରମ୍ପରିକ ଗୋଷ୍ଠୀ ସ୍ବାସ୍ଥ୍ୟ ସେବା ପ୍ରଦାନକାରୀ ସ୍ବୈଛିକ ପ୍ରମାଣ ପତ୍ର ଯୋଜନାରେ ପାଞ୍ଚା ବର୍ଷ ଅଵଧାର ନବୀକରଣୀୟ ପ୍ରମାଣ ପତ୍ର କରାଯାଇଅଛି ।ଗତ Continue Reading
Odisha News
ଯାଜପୁର, ୫/୯ : ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତ ଛାତ୍ର ଜଣଙ୍କ ହେଲେ ଧର୍ମଶାଳା ଥାନା ଅଭୟପୁର ଗ୍ରାମର ନରହରି ବେହେରାଙ୍କ ପୁଅ ରୁଦ୍ର ପ୍ରସାଦ ବେହେରା।ଗତ ୨ ଦିନ ତଳେ ରୁଦ୍ର […]Continue Reading
National News
SINGAPORE, SEPT 5 : Prime Minister Narendra Modi on Thursday held a productive meeting with his Singapore counterpart Lawrence Wong during which they elevated the bilateral ties to a comprehensive strategic partnership. Modi is here on a two-day visit at the invitation of Wong. Ahead of the talks with Wong, Modi received a red carpet-welcome […]Continue Reading
Odisha News
ଓଡ଼ିଶା, ୫/୯ : ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି।ଶିକ୍ଷା ଦୀକ୍ଷା ପ୍ରତିଟି କ୍ଷେତ୍ରରେ ଗୁରୁଙ୍କର ମାର୍ଗଦର୍ଶନ ଜଣେ ବ୍ୟକ୍ତିକୁ କରାଏ ସଫଳ। ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୯: ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ପ୍ରଥମ ବୈଠକ କାର‌୍ୟ୍ୟକ୍ରମ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ବୈଠକ କାର୍ଯ୍ୟାକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଅଧ୍ୟକ୍ଷତା କରିଥିଲେ।ମୁଖ୍ୟତଃ କାଳକ୍ରମେ ଜିଲ୍ଲାର ଲୋପ ପାଇ ଯାଉଥିବା ବିଭିନ୍ନ ଲୋକ କଳା , ସଂସ୍କୃତି ଓ ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଆଲୋଚନା କରା ଯାଇଥିଲା ।ସେହିପରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୯ : ବୌଦ୍ଧ ଜିଲ୍ଲା ବିଜେପି ର ମେଗା ସଦସ୍ୟତା ଅଭିଯାନ ର ଶୁଭାରମ୍ଭ ଜିଲ୍ଲା ବିଜେପି ରାମେଶ୍ୱର ବିହାର ଠାରେ ଜିଲ୍ଲା ବିଜେପି ସଭାପତି ଶ୍ରୀ ବିପ୍ର ଚରଣ ମହାନ୍ତି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।ଆଜିର ଏହି କର୍ମଶାଳା ରେ ଜିଲ୍ଲା ବିଜେପି ର ବରିଷ୍ଟ ନେତା ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ଯୁକ୍ତ ସଚ୍ଚିଦାନନ୍ଦ ଦଲାଲ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ସଦସ୍ୟତା ନୂତନ ଭାବେ […]Continue Reading