ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୬/୫ : ନୟାଗଡ ସହରର ମୁରବୀ ସ୍ଥାନିୟ ବ୍ୟକ୍ତି ଶେଖର ରଥଙ୍କର (୯୩) ବର୍ଷ ବୟସରେ ସ୍ଥାନିୟ ନୁଆରାଜବାଟି ସ୍ଥିତ ବାସ ଭବନରେ ବାର୍ଦ୍ଧକ୍ୟ ଜନିତ ରୋଗରେ ସୋମବାର ବିଳମ୍ବିତ ରାତ୍ରରେ ପରଲୋକ ହୋଇ ଯାଇଛି ।ଜଣେ ଧର୍ମ ପରାୟଣ, ଉଦାର ଚେତା ମଣିଷ ଭାବେ ସମଗ୍ର ନୟଗଡରେ ତାଙ୍କର ସୁନାମ ଥିଲା ।ତାଙ୍କ ପରଲୋକରେ ସହରରେ ଶୋକର ଛାଇ ଖେଳିଯାଇଛି ।ନୟାଗଡ ଏନ.ଏ.ସିରେ ବହୁ ଦିନ ଧରି ସ୍ୱାସ୍ଥ୍ୟ ନିରୀକ୍ଷକ […]Continue Reading




