Home Articles posted by odadmin (Page 700)
Business News Top Stories
By Sukant Mohanty Bhubaneswar,  Sept. 4.: The Security Solutions business of Godrej & Boyce, part of Godrej Enterprises Group, has unveiled its latest range of high-security products designed specifically for the jewellery sector, the Defender Aurum Pro as per the newly created Class E standards prescribed by BIS. This launch comes at a crucial time […]Continue Reading
Odisha News
ଭୁବନେଶ୍ୱର,୪/୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର Continue Reading
Odisha News
ଭୁବନେଶ୍ୱର,୪/୯ : ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍ ସେଣ୍ଟର ଉଦଘାଟନ କରିଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି ।ସୁଭଦ୍ରା ଫର୍ମ ଦାଖଲ କରିବାର କୌଣସି ଶେଷ ତାରିଖ ନାହିଁ ବୋଲି ଶ୍ରୀମତି ପରିଡ଼ା ଘୋଷଣା କରିଛନ୍ତି । ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏଁ ଫର୍ମ ଗ୍ରହଣ କରାଯିବ ।ଏହା ସହିତ ୧୭ ତାରିଖରେ ସୁଭଦ୍ରାର ପ୍ରଥମ […]Continue Reading
Odisha News
ବଲାଙ୍ଗିର, ୪/୮ : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଘୁନସରର ଏକ ରାସନ ଦୋକାନ ଉପରେ ଜିଏସ୍‌ଟି ଚଢ଼ାଉ। ଦୋକାନୀ ମାଲିକ ଜିଏସ୍‌ଟି ଫାଙ୍କୁଥିବାରୁ ଏହି ଚଢ଼ାଉ ହୋଇଛି। ତେଣୁ ବିଭାଗ ପକ୍ଷରୁ ୫୫ ହଜାର ଟଙ୍କାର ଫାଇନ୍ ଦେବାକୁ ରାସନ ଦୋକାନୀଙ୍କୁ କୁହାଯାଇଛି। ଏଥିସହ ଆସନ୍ତା ୧୫ ଦିନ ମଧ୍ୟରେ ଦୋକାନଟିକୁ ଜିଏସଟି ପଞ୍ଜୀକୃତ କରିବା ପାଇଁ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।ସୂଚନା ଅନୁସାରେ, ଆଜି ସକାଳୁ ବଲାଙ୍ଗୀର ଜିଏସଟି ବିଭାଗର ତିନି ଜଣିଆ ଟିମ ଉକ୍ତ […]Continue Reading
Odisha News
ଭୁବନେଶ୍ୱର,୪/୯ : ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ମିଳିବ ନୂଆ ରାସନ କାର୍ଡ। ବିଧାନସଭା ଅଧିବବେଶନ ଚାଲିଥିବା ବେଳେ ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଛନ୍ତି। ଋ-କଣଉ ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ଏସରକାର କଣଉ ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ଯୋଗ୍ୟ ହିତାଧତକାରୀ ଏହି ସୁବିଧା ପାଇବେ।ପୂର୍ବରୁ ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ […]Continue Reading
National News
NEW DELHI, SEPT 4 : Wrestlers Bajrang Punia and Vinesh Phogat met former Congress president Rahul Gandhi here on Wednesday amid speculation that the two star grapplers could be fielded in the Haryana Assembly polls by the party. The Congress has remained tightlipped about whether Punia and Phogat could be field with AICC general secretary […]Continue Reading
Odisha News
ଭୁବନେଶ୍ୱର, ୪/୯ : ଭୁବନେଶ୍ୱର IIT କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀ ଜଣଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି। ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ଛାତ୍ରୀ ଜଣଙ୍କ ହଷ୍ଟେଲ ଛାତ୍ରରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି।ଗତକାଲି ରାତି ପ୍ରାୟ ୧୧ଟା ସମୟରେ IIT କ୍ୟାମ୍ପସ ଭିତରେ ଥିବା ହଷ୍ଟେଲ ନିକଟରେ ଜୋରରେ ଶବ୍ଦ ହୋଇଥିଲା। ସିକ୍ୟୁରିଟି ଗାର୍ଡ ସହ ଅନ୍ୟ ଅଧିକାରୀ ଦେଖିଲା ବେଳକୁ ଛାତ୍ରୀ ଜଣଙ୍କ ତଳେ ପଡ଼ିଥିଲେ। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୯ : ବୌଦ୍ଧ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ତରଫରୁ ଵୀରନସିଂହପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆର୍ଥିକ ସ୍ୱାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ସଚେତନତା ଶିବିର ତା. ୦୩/୦୯/୨୦୨୪ ରିଖ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି ।ଭାରପ୍ରାପ୍ତ ଜିଲ୍ଲା ଆର୍ଥିକ ସେବା ଓ ସଂଚୟ ଅଧିକାରୀ ଶ୍ରୀ ଭଗବାନ ଜାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଶ୍ରୀ Don Bosco T.LDM Boudh, ମୁଖ୍ୟ ବକ୍ତା ଶ୍ରୀ ପୂର୍ଣ୍ଣଚନ୍ଦ୍ର Continue Reading