Home Articles posted by odadmin (Page 705)
Odisha News
ଗଞ୍ଜାମ, ୧/୯ : କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ ପୁତ୍ରର ଜୀବନ। ତା’ ବାପାମା’ଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ଗ୍ରାମ ନିକଟ ତୋଟା ସାହିରେ ଏହି ଅଘଟଣ ଘଟିଛି। ବର୍ଷା ଯୋଗୁ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛିମୃତ ଶିଶୁ ଜଣକ ହେଉଛନ୍ତି ବସନ୍ତ ପ୍ରଧାନଙ୍କ ପୁଅ ରିଷି ପ୍ରଧାନ। ବାପା ଓ ମା ଉଭୟ ଗୁରୁତର ହୋଇ ଭଞ୍ଜନଗର ମେଡ଼ିକାଲରେ ଭର୍ତି ହୋଇଛନ୍ତି।ଗତକାଲି […]Continue Reading
Odisha News
ଓଡ଼ିଶା, ୧/୯: ‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେବ ପଞ୍ଜୀକରଣ;। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଗତକାଲି ସୋଶାଲ୍ ମିଡ଼ିଆରେ ଲାଇଭରେ ଆସି ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହୋଇଥିବାବେଳେ ଆଜିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ।ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ Continue Reading
National News Sports News
CHATEAROUX, AUG 31 : India’s Rubina Francis won a bronze medal in the women’s air pistol SH1 event final to continue the strong show from the country’s shooters in the Paris Paralympics on Saturday. She scored a total of 211.1 to finish third in the eight-woman final. She had qualified for the final at the […]Continue Reading
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୮ : ଆଦିବାସୀ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଡା ରୀନା ପ୍ରଧାନ , ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ମାଲକାନଗରି କଲେଜର ଅଧକ୍ଷ(ପ୍ରନ୍ସିପାଲ) ଡା ମଧୂସୁଦନ ମହାପାତ୍ର ଯୋଗଦେଇ ଏହି ମହାବିଦ୍ୟାଳୟର ଐତିହ ଉପରେ କହିଥିଲେ ।ସମ୍ମାିତ ଅତିଥୀ ଭାବେ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରତ୍ୟୁଷ ରଂଜନ ଶତପଥୀ,ପ୍ରକ୍ତାନ ପ୍ରାଧ୍ୟାପକ Continue Reading
Business News Top Stories
By Prabhat Kumar Singh Bhubaneswar, August 31 : TP Central Odisha Distribution Limited (TPCODL), a joint venture of Tata Power and the Government of Odisha, has recently established the Meter Data Analysis Group (MDAG) to strengthen its efforts in combating electricity theft. This specialized team consists of highly experienced employees who analyse consumer energy meter Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୩୧/୮ :ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଇଁତଳା ବ୍ଲକ ବେଲବାହାଳି ଗ୍ରାମର ଭୋଜରାଜ ପରୁଆ କାମ ଅନ୍ବେଶଣରେ ସୁଦୂର ତାମିଲନାଡୁ ଯାଇଥିଲେ।ଦୁର୍ଭାଗ୍ୟ ବଶତଃ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।ମରଶରୀର ଗ୍ରାମକୁ ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ଅଭାବ ହେତୁ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଙ୍କୁ ଯୋଗାଯୋଗ କରିଥିଲେ।ତେଣୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଗୁରୁତ୍ୱ ଦେଇ ଯେପରି Continue Reading
Top Stories
By Dr Rama Chandra Behera Bhubaneswar, Aug. 31: Union education minister Dharmendra Pradhan on Saturday pleaded for change of the name of Ravenshaw University in Odisha, drawing mixed reactions from educationists and alumni of the 156-year-old premiere educational institution.  The minister questioned the contribution of Thomas Edward Ravenshaw, famously known as Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୮ : ବୌଦ୍ଧ,୩୧ା୮ : ଗତ ତା.୩୦.୦୮.୨୦୨୪ ରିଖ ସନ୍ଧ୍ୟାରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୌଦ୍ଧ ଜିଲ୍ଲାରେ ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଏକ ଆଭାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିପାଇଁ ମାଇକ୍ରୋ ପ୍ଲାନ ପ୍ରସ୍ତୁତ ହୋଇସାରିଥିବାବେଳେ ସୁଭଦ୍ରା ଯୋଜନାର ଫର୍ମ ବଣ୍ଟନ ଆରମ୍ଭ ହୋଇଯାଇଛି ।ଜିଲାରେ ଜଣେ ମଧ୍ୟ ଯୋଗ୍ୟ ହିତାଧିକାରୀ ଯେପରି ଏହି ଯୋଜନାରୁ ବାଦ ନପଡିବେ ସେଥିପାଇଁ ବୈଠକରେ Continue Reading