Home Articles posted by odadmin (Page 708)
Odisha News
ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ରିପୋର୍ଟକୋରାପୁଟ, ୩୦/୮ : ଆଜି ଶୁକ୍ରବାର ମଧ୍ୟାହ୍ନ ସମୟରେ କୋରାପୁଟ ମେଡ଼ିକାଲ କଲେଜର ପ୍ରସୂତି ଓ ଏସ୍ ଏନ୍ ସି ୟୁ ନିକଟରେ ଏକ ବଡ ଶଦ୍ଦ ହୋଇଥିଲା। ଏହା ପରେ ଉପରୋକ୍ତ ୱାର୍ଡରେ ଧୂଆଁ ମୟ ପରିବେଶ ସୃଷ୍ଟି ହୋଇଥିଲା।ଏଥରେନିଆଁ ଲାଗିଥିବା ଭାବି ସମସ୍ତେ ଭୟଭୀତ ହୋଇ ପଡ଼ିଥିଲେ। କାରଣ ଏସ୍ ଏନ୍ ସି ୟୁରେ ପ୍ରାୟ ୨୫ ଜଣ ନବ ଜାତକ ଓ ପ୍ରସୂତି ୱାର୍ଡ ରେ ପ୍ରାୟ ୧୦ […]Continue Reading
Odisha News
ପୁରୀ, ୩୦/୮ : ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା ହେବ। ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ। ବୃଦ୍ଧବୃଦ୍ଧା ଓ ମହିଳାଙ୍କ ପାଇଁ ଅଲଗା ଧାଡ଼ି ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।ଶ୍ରୀ ପାଢ଼ୀ କହିଛନ୍ତି, ଆଜିର ବୈଠକରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ବିସ୍ତୃତ ଆଲୋଚନା ହୋଇଛି। ନାଟ ମଣ୍ଡପରେ ଥିବା ଅଦରକାରି ସିନ୍ଦୁକ ଓ ଆଲ୍‌ମିରା ଗୁଡ଼ିକୁ Continue Reading
Odisha News
ଚାନ୍ଦବାଲି, ୩୦/୮: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି।ଏକ ସ୍କୁଲ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଯାଇଛି।Continue Reading
National News
KOLKATA, AUG 30: West Bengal Chief Minister Mamata Banerjee on Friday wrote to Prime Minister Narendra Modi, reiterating her request for stringent central legislation and exemplary punishment on heinous crimes like rape and murder. Banerjee, who wrote to Modi a few days ago on the issue following nationwide uproar over the rape and murder of […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୮: ବୌଦ୍ଧଜିଲ୍ଲା ର ବିଭିନ୍ନ ସମସ୍ୟା ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ପୂର୍ତବିଭାଗ ଡାକବଙ୍ଗଳା ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ଜିଲ୍ଲା କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ପ୍ରଧାନ ଅଧ୍ୟକ୍ଷତା କରି ରାଜ୍ୟରେ କ୍ଷମତାରେ ଥିବା ଭାରତୀୟ ଜନତା ପାର୍ଟିର ସରକାର ନିର୍ବାଚନ ସମୟରେ ଲୋକଙ୍କୁ ଦେଇଥିବା ବିଭିନ୍ନ ପ୍ରତିଶୃତି ପାଳନ କରିବାରେ ବିଫଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୮ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ।ଜିଲ୍ଲାରେ ସୁଭଦ୍ରା ଯୋଜନା ସଫଳତାର ସହ କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ଏକ ପ୍ରସ୍ତୁତି ବୈଠକ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରି ଜିଲ୍ଲାରେ ଏହି ଯୁଗାନ୍ତକାରୀ Continue Reading