
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୪ : ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ଓ ନାଟ୍ୟ ପରିଷଦ ତରଫରୁ ଆୟୋଜିତ ବାର୍ଷିକ ଉତ୍ସବ ବିଶ୍ବବିଦ୍ୟାଳୟର କ୍ରୀଡ଼ାପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଅଛି।ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟ ସମ୍ମାନିତ ଅତିଥି ଭାବରେ ଅନୁଷ୍ଠାନର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡକ୍ଟର ରାଜକିଶୋର ପାତ୍ର,ମାନବ ସମ୍ବଳ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର Continue Reading