Home Articles posted by odadmin (Page 71)
National News
NEW DELHI, JULY 18 :Student organisations hit the streets in protest and Opposition parties slammed the Centre after Delhi Police removed climate activist Sonam Wangchuk from his protest site at Jantar Mantar on Saturday morning. Members of the left-wing student organisations, including All India Students Federation (AISF), the Students’ Federation of India (SFI) and Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା , ୧୭/୭ : ବିଦେଶ ମାଟିରେ ପୁରୀ ଶ୍ରୀମନ୍ଦିରର ସମୃଦ୍ଧ ସଂସ୍କୃତି ଏବଂ ଆଧ୍ୟାତ୍ମିକ ପରମ୍ପରାକୁ ଜୀବିତ ରଖି, ବାହାରିନ୍ ଓଡ଼ିଆ ସମାଜ ଏବଂ ଇସ୍କନ ବାହାରିନ୍‌ର ମିଳିତ ଆନୁକୂଲ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି।ବାହାରିନ୍ ରାଜତନ୍ତ୍ରର ମାନାମା ସ୍ଥିତ ୨୦୦ ବର୍ଷର ପୁରୁଣା ଐତିହାସିକ ଶ୍ରୀନାଥ ଜୀ ମନ୍ଦିର ପରିସରରେ ଏହି ପବିତ୍ର ରଥଯାତ୍ରା ଆୟୋଜନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୭/୭ : ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ଝିପି ଝିପି ବର୍ଷା ରେ ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି ।ପ୍ରଥମେ ମନ୍ଦିର ର ଦ୍ୱାର ଫିଟା ପରେ ରୀତିନୀତି ଅନୁସାରେ ପୂଜାର୍ଚନା କରାଯିବା ପରେ ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ସହ ଅପରାହ୍ନରେ ରଥ ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା।ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଧର୍ମଶାଳା/ଓଡିଶା , ୧୭/୭ : ଯାଜପୁର ଜିଲ୍ଲା ଜରାକାସ୍ଥିତ ଧର୍ମଶାଳା ଷ୍ଟାଡିୟମ ହଲରେ ରାଜ୍ୟସ୍ତରୀୟ ୧୩ବର୍ଷରୁ କମ ଓପନ ବାଳକ ଓ ବାଳିକା ଫିଡେ ରେଟିଙ୍ଗ ଚେସ ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଯାଇଛି।ନିଖିଳ ଓଡିଶା ଚେସ ସଂଘ ଓ ଯାଜପୁର ୟୁନାଇଟେଡ଼ ଚେସ ସଂଘ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲାରୁ ୧୧୦ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିବା ବେଳେ ଏହି ପ୍ରତିଯୋଗିତା ୪ ଦିନ ବ୍ୟାପି ଅନୁଷ୍ଠିଜତ ହେବ।ଜିଲ୍ଲା Continue Reading
Odisha News
କଟକ, ୧୭/୭ : ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟଣାର ସତ୍ୟାସତ୍ୟ ଉନ୍ମୋଚନ ପାଇଁ କମିଶନରେଟ୍ ପୁଲିସ ତଦନ୍ତକୁ ଆହୁରି ତ୍ୱରାନ୍ୱିତ କରିଛି। ଏହି ବହୁଚର୍ଚ୍ଚିତ ମାମଲାର ତଦନ୍ତ ପାଇଁ ୩ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିବା ସୂଚନା ଦେଇଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ।ଡିସିପିଙ୍କ କହିବାନୁସାରେ, ପ୍ରଥମ ଟିମ୍ ପୋଷ୍ଟମର୍ଟମ ରିପୋର୍ଟ ସମେତ ଘଟଣା ସମ୍ପର୍କିତ ସମସ୍ତ ପ୍ରାଥମିକ ପ୍ରମାଣ ଓ ତଥ୍ୟ ସଂଗ୍ରହ କରୁଛି। Continue Reading
Odisha News
ପୁରୀ, ୧୭/୭ : ଶେଷ ହେଲା ରଥ ଟଣା । ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ । ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ପୁରା ବଡ଼ଦାଣ୍ଡ । ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମଧ୍ୟ ଶରଧାବାଲିରେ ପହଞ୍ଚିଛି।ଘଣ୍ଟ, ଶଙ୍ଖଧ୍ୱନି, ହରିବୋଲ ଓ ହୁଳହୁଳିରେ ସାରା ବଡ଼ଦାଣ୍ଡ ଭକ୍ତିମୟ ପରିବେଶରେ ମୁଖରିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୭/୭ : ଗୁରୁବାର ଜାଗୁଳି ପାଟଣା ସ୍ଥିତ ମହାପ୍ରଭୁ ଶ୍ରୀ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବ ଙ୍କ ଘୋଷଯାତ୍ରା ଅତି ଆନନ୍ଦ ଉଲ୍ଲାସ ଏବଂ ଆଧ୍ୟାତ୍ମିକ ବାତାବରଣ ମଧ୍ୟରେ ସମାପନ ହୋଇଯାଇଅଛି । ପ୍ରତ୍ୟୁଷ ୪ ଘଟିକା ସମୟରେ ମହାପ୍ରଭୁଙ୍କ ପହଡ଼ ଖୋଲା ହୋଇଥିବା ବେଳେ ପ୍ରାତଃ ୫ ଘଟିକାରେ ମଙ୍ଗଳ ଆଳତି, ପୂର୍ବାହ୍ନ ୧୧ ଘଟିକାରେ ଶଙ୍ଖୁଡ଼ି ଭୋଗ, ମଧ୍ୟାହ୍ନ ୧୨ ଘଟିକାରେ ସୂର୍ଯ୍ୟ ପୂଜା, ଅପରାହ୍ନ ୨ ଘଟିକାରେ ପହଣ୍ଡି Continue Reading
Top Stories
By Nalini Sahu Bhubaneswar, July 16: Odisha Hydro Power Corporation Ltd (OHPC) has partnered with the National Power Training Institute (NPTI), Hydro Power Training Centre, Nangal, to enhance workforce capabilities, strengthen technical expertise and prepare employees for the evolving demands of the hydropower sector. The two organisations signed a Memorandum of Continue Reading