Home Articles posted by odadmin (Page 710)
Odisha News
ଭୁବନେଶ୍ୱର, ୨୯/୮: ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆଜି ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୩ ଏବଂ ବିଜୁ ପଟ୍ଟନାୟକ ସାହାସିକତା ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି। ରାଜ୍ୟ କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ।ହକି କ୍ଷେତ୍ରରେ ଉତ୍କର୍ଷ ଅବଦାନ ଓ ଆଜୀବନ ଉପଲବ୍ଧି ପାଇଁ ଲାଜ୍‌ରୁସ ବାର୍ଲାଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୩ରେ Continue Reading
Odisha News
ଓଡ଼ିଶା, ୨୯/୮ : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ପଡ଼ୁଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି ଘୋଷଣା କରାଯାଇଛି। ସେପ୍ଟେମ୍ବର ୯ ତାରିଖରେ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାର ବିଭିନ୍ନ Continue Reading
Odisha News
ବାଲେଶ୍ୱର, ୨୯/୮ : ବାଇକ୍‌ରେ ଶ୍ୱଶୁର ଘର ଯାଉଥିଲେ ଦମ୍ପତି। ହେଲେ ମଝି ରାସ୍ତାରୁ ପତ୍ନୀଙ୍କ ବେକରୁ ସୁନା ଚେନ୍ ଝାମ୍ଫି ନେଲେ ଦୁର୍ବୃତ୍ତ। ଆଜି ଏପରି ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଘଟିଛି। ଲୁଟେରାଙ୍କ ଭିତରୁ ଦୁଇ ଜଣଙ୍କୁ କାବୁ କରି ପୁଲିସ୍ ଜିମା ଦେଲେ ସ୍ଥାନୀୟ ଲୋକେ।ପଶ୍ଚିମବଙ୍ଗ ବରଙ୍ଗୀ ଅଞ୍ଚଳର ଅଶୁତୋଷ ମହାପାତ୍ର ଆଜି ତାଙ୍କ ପତ୍ନୀଙ୍କୁ ବାକ୍‌ରେ ଧରି ଭୋଗରାଇ ଅଭିମୁଖେ ଆସୁଥିଲେ। ତେବେ ୫୭ ନମ୍ୱର ଜାତୀୟ ରାଜପଥର ନହରା […]Continue Reading
Odisha News
ଭୁବନେଶ୍ୱର,୨୯/୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ବିଜ୍ଞାପନରେ କେବଳ ପାଣ୍ଡିଆନଙ୍କ ଫଟୋ ପାଇଁ ୧୫ କୋଟି ୨୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଯାହାକି ସରକାରୀ ଅର୍ଥକୁ ଶ୍ରାଦ୍ଧ କରାଯାଇଥିବା Continue Reading
Odisha News
ଓଡ଼ିଶା,୨୯/୮ : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୁଦୃଶ୍ୟ ଲଘୁଚାପର ରୂପ ନେବ।ତା’ପରେ ଏହା ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କଲା ବେଳେ ଆଗାମୀ ଦୁଇ ଦିନରେ Continue Reading
National News
NEW DELHI, AUG 29 : Over one-third of Indian doctors, primarily young women, working mainly in government hospitals feel unsafe while doing night duty found the latest survey conducted by the Indian Medical Association (IMA). The study found that the doctors feel unsafe in the absence of duty rooms without bathrooms, insufficient untrained security staff, […]Continue Reading