Home Articles posted by odadmin (Page 714)
Odisha News
ଭୁବନେଶ୍ୱର,୨୭/୮: ଶାସକ ଦଳର ପ୍ରାର୍ଥୀ ମମତା ମହନ୍ତ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବା ଜଗନ୍ନାଥ ପ୍ରଧାନ ଆଜି ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇଥିଲେ। ଏହି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ସୁଦ୍ଧା ଶାସକ ଦଳ ପ୍ରାର୍ଥୀଭାବେ ମମତା ମହନ୍ତ ଏବଂ ସ୍ୱାଧୀନ ପ୍ରାର୍ଥୀ ଭାବେ ଜଗନ୍ନାଥ ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଥିଲେ Continue Reading
Top Stories
Each beneficiary will get Rs 10k in two installments every year Subhadra Yojana had proved game-changer for BJP in Odisha polls By Sukant Mohanty Bhubaneswar, Aug. 27: The Odisha government on Monday released the guidelines for the much-hyped Subhadra Yojana that promises Rs 50,000 cash assistance to women belonging to economically weaker sections.  As per […]Continue Reading
National News
GUJARAT,AUG 27 : An exceptionally heavy rainfall alert was in place in Gujarat and parts of the Saurashtra region for the next few days as torrential downpours battered the state on Monday and Tuesday morning, inundating low-lying areas and killing three people in rain-related incidents, while nearly 20,000 people were evacuated to safer places. According […]Continue Reading
Odisha News
ମାଲକାନଗିରି, ୨୭/୮ : ଆଜି ଠାରୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ଅର୍ଥାତ ବ୍ଲକ ସଦର ମହକୁମାରୁ ଜିଲ୍ଲା ସଦର ମହକୁମାକୁ ଯାତାୟତ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀ ବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ ମାଲିକ ସଂଘ। ଏଥିଲାଗି ଯାତ୍ରୀ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛନ୍ତି।ଏହି ବସ ଯାତାୟତ କଲେ ଘରୋଇ ବସରେ ଯାତ୍ରୀ ନ ହେବା ସହ ଅନେକ କ୍ଷତି ସହିଛନ୍ତି ବସ […]Continue Reading
Odisha News
ନୂଆଦିଲ୍ଲୀ,୨୬/୮: ଭାଜପା ଏମପି କଙ୍ଗନା ରାନାୱତ ଏକ ସାକ୍ଷାତକାରରେ କୃଷକଙ୍କ ଆନ୍ଦୋଳନକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବିରୋଧୀ ଦଳ ଭାଜପାକୁ ତୀବ୍ର ଟାର୍ଗେଟ କରି କଙ୍ଗନା ବିରୋଧରେ ମାମଲା ରୁଜୁ କରିବାକୁ ଦାବି କରିଥିଲେ।ବଢୁଥିବା ବିବାଦକୁ ଦେଖି ବର୍ତ୍ତମାନ ଭାଜପା ଏକ ଅଧିକାରୀଙ୍କ ବିବୃତ୍ତି ଜାରି କରି କଙ୍ଗନା ଦେଇଥିବା ମନ୍ତବ୍ୟ ଉପରେ ଅସନ୍ତୋଷ ପ୍ରକାଶ କରି ଭବିଷ୍ୟତରେ କୌଣସି ବିବୃତ୍ତି ନକରିବାକୁ ନିର୍ଦ୍ଦେଶ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୮: ଆଜି ହେଉଛି ଭାଦବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଏବଂ ପବିତ୍ର ଜନ୍ମାଷ୍ଟମୀ ତଥା ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ।ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଏବଂ ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ।ଶ୍ରଦ୍ଧାଳୁ ମାନେ ପାରମ୍ପରିକ ରିତିବିଧି ପ୍ରକାରେ ବେଶ୍ ଉତ୍ସାହର ସହ ପାଳନ କରୁଛନ୍ତି ଏହି ଜନ୍ମୋତ୍ସବ । ଏହି ଅବସରରେ ସମଗ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୦୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ‘ଦକ୍ଷିଣ କାଳୀ ମନ୍ଦିର ପରିସର ମଧ୍ୟରେ ରବିବାର ଅପରାହ୍ନରେ ବ୍ରାହ୍ମଣ ସମାଜର ଏକ ମାସିକ ବୈଠକ ସଭାପତି ଚିନ୍ତାମଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସମ୍ପାଦକ କାଳିନ୍ଦୀ ଚରଣ ପଣ୍ଡା ଓ କୋଷାଧକ୍ଷ ପବିତ୍ର ମୋହନ ପାଢ଼ୀଙ୍କ ସମେତ ଶତାଧିକ ବ୍ରାହ୍ମଣ ପରିବାର ଉପସ୍ଥିତ ରହି ସମାଜ ତରଫରୁ ବ୍ରାହ୍ମଣ ପିଲାଙ୍କୁ ବ୍ରତୋପନୟନ କରିବା Continue Reading