ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୮/୮ : ଆଗଲପୁର (ଡୁଡୁକା )ବ୍ଲକ ରେ ଜଳ ସଂପଦ ବିଭାଗ କିଭଳି ନିମ୍ନମାନର ରାସ୍ତା କାମ କରିଛି ତାର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି କୁଟାସିଂହା ଓ ଛୋକରମାଲ ପଂଚାୟତରେ ।ରାସ୍ତା ନିର୍ମାଣ ର ମାସେ ନ ପୂରୁଣୁ ପିଚୁ ଉଠିଯାଇଥିବା ଦେଖା ଯାଇଛି।ଅଙ୍ଗ ଶାଖା କେନାଲ ବଲାଙ୍ଗୀର -ସୋନପୁର ଜଊ-୯୮୦ପାଣିଛତ୍ର ଛକ ବାଲପୁର ଡିଷ୍ଟ୍ରିବୁଟର ଠାରୁ କୁଟାସିଂହା ଡିଷ୍ଟ୍ରିବ୍ୟୁଟର ପର୍ଯ୍ୟନ୍ତ ୪ କି. ମି ୪୦୩ ମିଟର ଏହି Continue Reading
ଭୁବନେଶ୍ବର, ୧୮/୮: ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ସହକାରୀ କମିସନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କରିଛି ଭିଜିଲାନ୍ସ।ସରକାରୀ ଟିକସ ହେରଫେର ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଓ ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।Continue Reading
ଭୁବନେଶ୍ୱର,୧୮/୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ।ତାଙ୍କ ବିୟୋଗରେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ସ୍ବାମୀ ଜୁଏଲ। ସେ କାନ୍ଦି କାନ୍ଦି କହିଛନ୍ତି, ହଠାତ୍ ତାଙ୍କର ରକ୍ତବାନ୍ତି ହେଲା। Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୮ : ଗଜପତି ଜିଲ୍ଲାରେ ଚଳାଚଳ ହେଉଥିବା ବସ୍ ସେବାର ବ୍ୟବସ୍ଥା ନେଇ ଆଜି ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାସ୍ତରୀୟ ଓଏସଆରଟିସି ନୋଡାଲ କମିଟି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଶ୍ରୀ ଲକ୍ଷ୍ମୀକାନ୍ତ ସେଠୀ ଯୋଗ ଦେଇ ଗଜପତି ଜିଲ୍ଲାରେ ବସ୍ ସେବା ଚଳପ୍ରଚଳ ନେଇ ରହିଥିବା ସ୍ଥିତି ସମ୍ପର୍କରେ Continue Reading
NEW DELHI,AUG 18 : The Centre on Saturday reviewed the Mpox, formerly known as Monkeypox, situation and preparedness in the country after the World Health Organisation (WHO) declared it as a Public Health Emergency of International Concern. Union Health Minister J P Nadda, who chaired the review meeting, said no cases of Mpox have been […]Continue Reading
NEW DELHI, AUG 18 : The Union Home Ministry has asked all state police forces to provide it situation reports every two hours in the wake of protests by doctors, nursing staff and others against the alleged rape and murder of a postgraduate trainee doctor at the state-run RG Kar Medical College and Hospital in […]Continue Reading
Accused officer allegedly collected bribes from various transporters, suppliers By Prabhat Kumar Singh Bhubaneswar, Aug. 17: The Odisha Vigilance department sleuths on Saturday launched massive searches at five locations linked to Binay Bhusan Tripathy, assistant commissioner CT & GST Enforcement Unit, Jajpur. The raids were conducted on the allegation of siphoning off Continue Reading
SIM box was used to bypass international calls to Pakistan, China and the Middle East By Mahendra Darjee Bhubaneswar, Aug. 17: The Odisha police on Saturday made startling revelations on the seizure of seven SIM boxes from a house in Bhubaneswar and subsequent arrest of a person in connection with the incident. Sharing details about […]Continue Reading
ଭୁବନେଶ଼୍ବର, ୧୭/୮: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର । ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ମନ୍ତ୍ରୀ ଦାବି କରିଛନ୍ତି। ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି କରାଯାଇଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ବିଜେଡି ସରକରା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ କଣ୍ଟ୍ରୋଲ ଚାଉଳ ଦେଖିବାକୁ ପାଇଥିଲେ ।ଉକ୍ତ ଚାଉଳ ବିଷୟରେ ସୂର୍ଯ୍ୟ ପ୍ରସାଦ ପଣ୍ଡା ଅଧିକାରୀ ମାନଙ୍କୁ କୌଣସି ପ୍ରକାରେ ସନ୍ତୋଷ ଜନକ ଉତ୍ତର ଦେଇ ପାରି ନ ଥିଲେ । Continue Reading




