Home Articles posted by odadmin (Page 735)
Feature
BY AKSHYA ROUT JAJPUR, AUG 14 : India’s Independence Day, observed annually on August 15th, marks the day in 1947 when the country gained freedom from British rule. This day is a momentous occasion to honor the sacrifices of those who fought for India’s independence, reflecting on the progress made since then and contemplating the […]Continue Reading
National News
NEW DELHI, AUG 14 : Leader of Opposition and Congress leader Rahul Gandhi on Wednesday expressed shock over the rape and murder of a 31-year-old woman doctor at Kolkata’s RG Kar Medical College and Hospital. In his first reaction, the Congress MP from Rae Bareli criticised the handling of the case and questioned the safety […]Continue Reading
Odisha News
ଭୁବନେଶ୍ୱର,୧୪/୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ଟ୍ରେନିଂ ଦେବେ । ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନୂଆ ବିଧାୟକ ।ବିଧାୟକ ନେବେ Continue Reading
Odisha News
କଟକ, ୧୪/୮ : କଟକ ଜିଲ୍ଲା ସାଲେପୁରର ନେମାଳ ବ୍ରିଜରୁ ଜଣେ ମହିଳା ନିଜ ଛୋଟ ପୁଅକୁ ଧରି ଚିତ୍ରୋତ୍ପଳା ନଦୀକୁ ଡେଇଁ ପଡ଼ି‌ଥିବ ଜଣାଯାଇଛି।ଅଗ୍ନିଶମ ବାହିନୀ ଖୋଜାଖୋଜି କରିବା ପରେ ପୁଅର ମୃତଦେହ ନଦୀରୁ ଉଦ୍ଧାର କରିଥିବା ବେଳେ ମା’ର ପତ୍ତା ମିଳିନାହିଁ।ମୃତ ପୁଅର ବୟସ ୫ରୁ ୬ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସେମାନଙ୍କ ଘର ନେମାଳ ଅଞ୍ଚଳରେ ହୋଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ମା’ କୁ ଉଦ୍ଧାର କରିବା ପାଇଁ ଉଦ୍ୟମ […]Continue Reading
Odisha News
ଭୁବନେଶ୍ୱର,୧୪/୮: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବୁଧବାର ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ ଦିଆଯିବ। ଏହାସହ ଉଲ୍ଲେଖନୀୟ ସେବା ପାଇଁ ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଦିଆଯିବ।ସ୍ବାଧୀନତା ଦିବସ ୨୦୨୪ ଅବସରରେ ସାହସିକତା ଏବଂ ସେବା ପଦକ ପାଇଁ ପୋଲିସ, ଫାୟାର ବ୍ରିଗେଡ, ହୋମଗାର୍ଡ ଏବଂ ସିଭିଲ ଡିଫେନ୍ସ ଏବଂ ସଂଶୋଧନ ସେବା ବିଭାଗର ମୋଟ […]Continue Reading
Odisha News
ଭୁବନେଶ୍ବର, ୧୪/୮ : ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଆଜିଠାରୁ ୨୧ ତାରିଖ ପର‌୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି। ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି।ସେପ୍ଟେମ୍ବର ୩ ତାରିଖରେ ନିର୍ବାଚନ ରହିଛି। ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ହେଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ଏବେ ବିଜ୍ଞପ୍ତି ପ୍ରକାଶ Continue Reading
National News
KOLKATA, AUG  14 : The United Doctors Front Association (UDFA) and the Federation of All India Medical Association (FAIMA) had decided to continue its nationwide strike to condemn the rape and murder of a 31-year-old trainee doctor at RG Kar Medical College and Hospital in Kolkata. Earlier, the Federation of Resident Doctors’ Association (FORDA) on […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟ ନୀଳଗିରି, ୧୪/୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସର ୧୨ ଜଣିଆ ଟିମ ଚଢ଼ଉ କରିଛି। ନୀଳଗିରି ବାଲିଗୋହିରୀ ଠାରେ ଶ୍ରୀ ଜେନା ରହୁଥିବା ଭଡ଼ାଘର ସମେତ ବିଭିନ୍ନ ସ୍ଥାନରେ ଚଢଉ ଚାଲିଥିବା ସୂଚନା ମିଳିଛି। ଏହାଛଡ଼ା ମୟୂରଭଞ୍ଜ ଜିଲ୍ଲାରେ ଥିବା ପୈତୃକ ଘରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଉଛି।ଭିଜିଲାନ୍ସ ଏସପି ନରହରି ନାୟକଙ୍କ ସୂଚନା ଅନୁଯାୟୀ, Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୮ : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆଗେଇ ଚାଲିଛି ।ଏହି ଅବସରରେ Continue Reading