Home Articles posted by odadmin (Page 745)
Odisha News
ଭୁବନେଶ୍ବର,୬/୮ : ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ । ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, Continue Reading
National News
DHAKA, AUG  6 : Nobel laureate Dr Muhammad Yunus will be the chief adviser to the interim government in Bangladesh, the coordinators of the Anti-Discrimination Student Movement announced on Tuesday. In a video posted on social media early Tuesday morning, Nahid Islam, one of the key coordinators of the movement, said that Prof Yunus has […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୮: ଗଜପତି ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ଗ୍ରାମାଞ୍ଚଳ ସ୍ତରରେ ମ୍ୟାଲେରିଆ , ଡେଙ୍ଗୁ ଓ ଡାଇରିଆ ଉପରେ ସଚେତନତା ଅଭିଯାନକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ କରାଯିବା ସହ ନମୁନା ସଂଗ୍ରହ ଓ ପଥପ୍ରାନ୍ତ ଦାସକାଠିଆ ନାଚ ସହ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି ।ବର୍ଷା ମାସ ଦିନରେ ଅଧିକାଂଶ ସ୍ଥାନ ଓ ବିଭିନ୍ନ ପାତ୍ରରେ ନିୟମିତ ଭାବେ ପାଣି ଜମି ରହିବା […]Continue Reading
Top Stories
By C.R.Beura Bhubaneswar, Aug. 6: The officials of the Odisha vigilance department on Monday detected 42 plots following raids on the properties linked to Pradeep Rath, additional chief engineer of Odisha Bridge and Construction Corporation (OBCC), Road & Building, Cuttack circle. Simultaneous searches were conducted on the properties of Rath at multiple places. Apart Continue Reading
Odisha News
ଭୁବନେଶ୍ୱର,୫/୮: ରାଜ୍ୟର ମୋହନ ମାଝିଙ୍କ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର ବଦଳିରେ ନୂଆ ଦାୟିତ୍ୱ ମିଳିଛି ।ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ବରିଷ୍ଠ ଓଏଏସ ଲାଲା ମନୋଜ କୁମାର ରାୟ, ଶୁଭ୍ରାଂଶୁ ମିଶ୍ର, ମନୋଜ କୁମାର ସ୍ବାଇଁ ଓ ରବୀନ୍ଦ୍ର କୁମାର ସେଠୀଙ୍କ ସମେତ ପୂର୍ବ ସରକାରର ବିଭିନ୍ନ Continue Reading
Odisha News
ଓଡ଼ିଶା, ୫/୮ : ପଡ଼ୋଶୀ ପଶ୍ଚିମବଙ୍ଗ ସରକାର ବ୍ଲାକ୍‌ମେଲ କରିବାରୁ ଉତ୍ତରପ୍ରଦେଶରୁ ଆସୁଛି ଆଳୁ। ବର୍ତ୍ତମାନ ଓଡ଼ିଶାରେ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଅଛି। ଦରକାର ପଡ଼ିଲେ ପଞ୍ଜାବରୁ ଆଳୁ ଆସିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ଶ୍ରୀ ପାତ୍ର କହିଛନ୍ତି, ଉତ୍ତରପ୍ରଦେଶ ଆଳୁ ଶୀଘ୍ର ପଚିବା କଥା ସମ୍ପୂର୍ଣ୍ଣ ମିଛ। ଉତ୍ତରପ୍ରଦେଶ ଆସିଥିବା ଆଳୁ ଓଡ଼ିଶାରେ ବିକ୍ରି ହେଲାଣି। ୟୁପି ଆଳୁର କ୍ୱାଲିଟି ବହୁତ ଭଲ। Continue Reading