Home Articles posted by odadmin (Page 750)
Odisha News
ଭୁବନେଶ୍ୱର,୨/୮: ବିଜେଡିକୁ ଭାଜପା ନେତା ଅରବିନ୍ଦ ଢାଲିଙ୍କ ମନ୍ତବ୍ୟରେ ବିଜେଡି ପୂର୍ବତନ ବିଧାୟକ ଅମର ଶତପଥୀ ଘିଅ ଢାଳିଲା ଭଳି ଉତ୍ତର ରଖିଛନ୍ତି। ଦଳର ଆମୂଳଚୁଳ ସଂଗଠନ ଠିକ୍ ନକଲେ ଆଗକୁ ଅନେକ ଅଘଟଣ ଘଟିବ ବୋଲି ଅମର କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଆମ ସମସ୍ତଙ୍କର ଏ ଦିଗରେ ଅନୁଭବ ରହିଛି। ସଂଗଠନ ଠିକ୍ କରିବାକୁ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଦେଖାଯାଉ କଣ ହେଉଛି।ଅନ୍ୟପକ୍ଷେ ମମତା ମହାନ୍ତ ଭାଜପାରେ ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ […]Continue Reading
Odisha News
କଟକ,୨/୮ :କଟକ ତ୍ରିଶୁଳିଆ ବ୍ରିଜ୍‌ରୁ ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛ। ତୁଷାର ଭୁବନେଶ୍ୱରରେ ରହୁଥିଲେ। ଗତ ବୁଧବାର ୨ଟା ସମୟରେ କୌଣସି କାମରେ କାର୍ ନେଇ ଘରୁ ବାହାରିଥିଲେ। ତା’ପରେ ସେ ଘରକୁ ଫେରି ନଥିଲେ। ତୁଷାର ନଦୀରୁ ଡେଇଁବା ପୂର୍ବରୁ ଘରକୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାନ୍ଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ତ ଉପଲଡା ସ୍ଥିତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ତଥା ଆୟୁଷ୍ମାନ ସ୍ୱାସ୍ଥ୍ୟ ଆରୋଗ୍ୟ ମନ୍ଦିର ପକ୍ଷରୁ ଜାତୀୟ ସ୍ବାସ୍ଥ୍ୟ ମିଶନ ଅନ୍ତର୍ଗତ “ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ” ଏବଂ “ବିଶ୍ଵ ସ୍ତନ୍ୟପାନ ସପ୍ତାହ” କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର‌୍ୟ୍ୟକ୍ରମ Continue Reading
National News
SHIMLA, AUG 2: Rescue operations were underway on Friday to trace over 45 people missing following flash floods triggered by cloudbursts in three districts of Himachal Pradesh, while 29 people stranded at the site of a power project in the state were brought to safety overnight, officials said. Cloudbursts in Nirmand, Sainj and Malana areas […]Continue Reading
National News
NEW DELHI, AUG 2 : The Supreme Court on Friday pronounced its judgment giving its detailed reasons for not cancelling the NEET (National Eligibility cum Entrance Test)-UG medical entrance exam, despite a raging controversy over paper allegations and other irregularities in the exam. While holding that there was no material to show that the leak […]Continue Reading
Odisha News
ବ୍ରହ୍ମପୁର,୨/୮: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍‌ଓଡି ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।କିଛି ଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେ ଫୁସ୍‌ଫୁସ୍ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର Continue Reading
Odisha News
ଭବାନୀପାଟଣା,୨/୮: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ ଜାରିଙ୍ଗ ଛକ ନିକଟରେ ଭିଜିଲାନ୍ସ ବିଭାଗ ମାଡ଼ି ବସିଥିଲା। ଏହି ସମୟରେ ବିଡିଓଙ୍କ ସରକାରୀ ଗାଡ଼ିରୁ ନଗଦ ୪.୯୨ ଲକ୍ଷ ଟଙ୍କା ଭିଜିଲାନ୍ସ ଜବତ କରିଥିବା ବେଳେ ଟଙ୍କାର ସଠିକ୍ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୭: ବୌଦ୍ଧଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଡେଙ୍ଗୁ ନିବାରଣ ମାସ ପାଳନ ଓ ଅନ୍ତଃବିଭାଗୀୟ ଏକାଭିମୁଖୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଡେଙ୍ଗୁ,ମେଲେରିଆ ଜ୍ୱର ସଂପର୍କରେ ଲକ୍ଷଣ,ପ୍ରତିକା. ପ୍ରତିରୋଧ ବ୍ୟବସ୍ଥା ଏବଂ ସଚେତନତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ସମସ୍ତ ଟିଆରଏସ ବିଦ୍ୟାଳୟ ରେ ମଶାରୀ ବ୍ୟବହାର, Continue Reading