Home Articles posted by odadmin (Page 751)
National News
DEHRADUN, AUG 1: Monsoon fury in Uttarakhand has wreaked havoc, claiming seven lives including three members of a single family, in cloud bursts and landslides. The rescue teams have safely evacuated 320 people stranded on travel routes. The government has issued a high alert in the Kedar Valley and has suspended the Kedarnath Yatra until […]Continue Reading
Odisha News
ଭୁବନେଶ୍ୱର,୧/୮:ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓଡ଼ିଶା ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ ପର‌୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାରେ ବର୍ଷା ହେବ। ଆଉ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅର୍ଥାତ ଆସନ୍ତା ୨ ଓ ୩ ତାରିଖରେ ବର୍ଷା […]Continue Reading
Top Stories
ପାରଳାଖେମୁଣ୍ଡି,୧/୮: ୨୦୦୯ରେ ପାରଳାଖେମୁଣ୍ଡିର ୧ନମ୍ବର ୱାର୍ଡରେ ଘଟିଥିବା ବହୁ ଚର୍ଚ୍ଚିତ ହତ୍ୟା କାଣ୍ଡର ଗୁରୁବାର ରାୟ ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏଡିଜେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି କରି ହତ୍ୟାକାଣ୍ଡ ସମ୍ପୃକ୍ତ ୧୪ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।ମିଳିଥିବା ସୂଚନା ମୁତାବକ, ୨୦୦୯ରେ ପାରଳାଖେମୁଣ୍ଡି ୧ନମ୍ବର ୱାର୍ଡରେ ହୋଲି ପାଇଁ ସମସ୍ତେ ଖୁସି ମନାଉଥିଳେ। ସେତିକିବେଳେ କେତେଜଣ ଯୁବକ ଘରେ ପଶି ଜଣଙ୍କୁ ସଂଘବଦ୍ଧ Continue Reading
Odisha News
ଭୁବନେଶ୍ୱର, ୧/୮ : ପତ୍ନୀ ହତ୍ୟାକାରୀ ସ୍ୱାମୀକୁ ଫାଶୀ ଦଣ୍ଡାଦେଶ। ହତ୍ୟା ଅଭିଯୁକ୍ତଙ୍କ ମାଆ, ଝିଅ, ଭାଉଜ ଓ ୧୫ ଜଣ ସାକ୍ଷୀଙ୍କ ବୟାନ୍ ଏବଂ ଅନ୍ୟାନ୍ୟ ତଥ୍ୟ ଆଧାରରେ ଏସଡିଜେଏମ୍ କୋର୍ଟ ଏହି ରାୟ ଶୁଣାଇଛନ୍ତି। ୨୦୨୨ ମସିହା ଜୁନ ୯ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ଏହି ହତ୍ୟାକାଣ୍ଡ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।୨୦୨୨ ମସିହା ଜୁନ ୯ ତାରିଖ ସକାଳ ପ୍ରାୟ ୧୧ଟା ହେବ। ନିଶା ଖାଇବା ପାଇଁ ପତ୍ନୀ ସରୋଜିନୀଙ୍କୁ ଟଙ୍କା ମାଗିଥିଲା ସଞ୍ଜୀବ […]Continue Reading
National News
NEW DELHI, AUG 1: A Delhi court on Thursday denied anticipatory bail to former IAS probationer Puja Khedkar who has been accused of cheating and wrongly availing of OBC and PwD (person with disabilities) quota benefits. Additional Sessions Judge Devender Kumar Jangala said Delhi Police “must also investigate if anyone from inside the UPSC helped […]Continue Reading
Odisha News
ଭୁବନେଶ୍ୱର,୧/୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍ ଛାନ୍‌ଭିନ୍ ଚଳାଇଛି। ତେବେଭଡ଼ା ଘରୁ ମଧୁମିତାଙ୍କ ହାତଲେଖା ସୁଇସାଇଡ୍ ନୋଟ୍ ଜବତ ହୋଇଛି। ଡାଏରୀ ଜବତ କରି ପୋଲିସ ତନାଘନା ଚଳାଇଛି।ଭୁବନେଶ୍ୱରରେ ଏକ ୱେବ ଚ୍ୟାନେଲରେ କାମ କରୁଥିବା ମଧୁମିତା ଭୁବନେଶ୍ୱରର ସାମନ୍ତରାପୁରରେ ରହୁଥିବା ଭଞ୍ଜନଗରର ଶ୍ରୀଧରଙ୍କୁ Continue Reading
Odisha News
ଭୁବନେଶ୍ୱର,୧/୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ Continue Reading
Odisha News
ଭୁବନେଶ୍ୱର,୧/୮:ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେଉଁଠି ଝିପିଝିପି ତ ଆଉ କେଉଁଠି ମୂଷଳଧାରରେ ବର୍ଷୁଛି। ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ଲାଗି ରହିଛି ବର୍ଷା। ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, Continue Reading