Home Articles posted by odadmin (Page 759)
Odisha News
ଭୁବନେଶ୍ୱର,୨୬/୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି ।ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର‌୍ୟ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୬/୭: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଏବଂ କଣ୍ଟାବାଞ୍ଜି ପୋଲିସ କୁ ମିଳିଲା ବଡ଼ ସଫଳତା। ଲଗାତାର ଗଂଜେଇ ଚୋରା ଚାଲାଣ ବେଳେ କାବୁ କଲା ପୋଲିସ ବିଭାଗ।ଗାଡି ସହ ଡ୍ରାଇଭର ସମେତ ପାଞ୍ଚ ଜଣ କୁ ଗିରଫ କରିଛି ପୋଲିସ । ଏନେଇ ଏକ ବୋଲେରୋ ଗାଡି, ଏକ ପିକଅପ ଭ୍ୟାନ ସହ ପାଞ୍ଚ ଗୋଟି ମୋବାଇଲ ଫୋନ ବି ଜବତ କରିଛି।ଗଂଜେଇ ଚୋରା ଚାଲାଣ ରେ ଜଣେ ସରକାରୀ ପ୍ରାଥମିକ […]Continue Reading
Odisha News
ଭୁବନେଶ୍ୱର, ୨୬/୭: ଆଳୁ ଫେରାଇ ନେଇଗଲେ ମମତା । ପଶ୍ଚିମବଙ୍ଗରୁ ଓଡିଶାକୁ ଆସୁନି ଆଳୁ। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା କହିଛନ୍ତି ବ୍ୟବସାୟୀ। ସୀମାନ୍ତ ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଅଟକି ଥିବା ଶହ ଶହ ଆଳୁ ଟ୍ରକ ଫେରି ଯାଇଛି।ପଶ୍ଚିମବଙ୍ଗ ପଟୁ ଆଳୁ ଟ୍ରକକୁ ଛାଡ଼ିବା ପାଇଁ ନିର୍ଦ୍ଦେଶ ମିଳି ନଥିବାରୁ ଟ୍ରକ୍ ଫେରି ଯାଇଛି। ଆଉ ଏହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ […]Continue Reading
Odisha News
ଭୁବନେଶ୍ୱର,୨୬/୭: ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଆଳୁ ନ ଦେଲେ ଆମେ ଉତ୍ତର ପ୍ରଦେଶରୁ ଆଣିବ।ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ, ଖୁବ ଶୀଘ୍ର ୟୁପିରୁ ଆଳୁ ଆଣିବୁ। ଅନ୍ୟପଟେ ୩୨ ଟଙ୍କାରୁ ଅଧିକରେ ଆଳୁ ବିକିଲେ କାର‌୍ୟ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି।ସୂଚନାଯୋଗ୍ୟ, ଓଡ଼ିଶା ସୀମାରେ Continue Reading
Odisha News
ଭୁବନେଶ୍ବର, ୨୬/୭: ବିଧାନସଭା ଶୂନ୍ୟକାଳରେ ଉଠିଲା ଭୂତ ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି।ରାଜ୍ୟରେ ୨୫ ଲକ୍ଷ ଭୂତ କାର୍ଡ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କହିଥିଲେ ରାସନ କାର୍ଡ ପାଇଁ ୬ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଥିଲେ, ତାଙ୍କୁ ସାମିଲ କରିବେ କି ? ଯଦି ୨୫ ଲକ୍ଷ ଭୂତ କାର୍ଡ […]Continue Reading
Odisha News
ବଲାଙ୍ଗୀର/ ଭୁବନେଶ୍ୱର,୨୬/୭: ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି।ଶୁକ୍ରବାର ସକାଳ ସୁଦ୍ଧା ଭିଜିଲାନ୍ସ ସୂଚନା ମୁତାବକ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଏବଂ ଉତ୍ତରପ୍ରଦେଶ ମଥୁରାର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଦୁଇଟି ମିଶାଇ ମୋଟ୍ ୩୬ଟି ପ୍ଲଟ୍ Continue Reading
Top Stories
By Our Correspondent Bhubaneswar, July 26 : To eliminate Sickle Cell Anaemia and Thalassemia disease from Odisha, capacity development and sensitization programme for district-baseddoctors, managers of Noncommunicable Diseases (NCD) and programme assistants sickle cell programme, was organized by the National Health Mission (NHM), Odisha, in collaboration with UNICEF. Continue Reading