Home Articles posted by odadmin (Page 761)
Odisha News
ବଲାଙ୍ଗୀର,୨୫/୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା।ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ ଡାକ୍ତର ଭଉଣୀ-ଭାଇଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଘର ଭିତରୁ ସାପ ବାହାରିବାରୁ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର Continue Reading
National News
PUNE,JULY 25 : Incessant rain has led to severe waterlogging in Pune and Kolhapur, crippling normal life and prompting schools to shut. The situation is also grim in Mumbai, which has witnessed its second-wettest July ever with an overall rainfall of over 150 cm. Several residential areas in Pune’s Pimpri-Chinchwad have been flooded while three […]Continue Reading
Odisha News
ନୟାଗଡ଼, ୨୫/୭ : ପ୍ରଥମ ପତ୍ନୀ ଚାଲିଯିବା ପରେ ଦ୍ୱିତୀୟ ବିବାହ କରିଥିଲେ ବି ଫେରି ଆସି ନ ଥିଲା ପୁରୁଣା ଖୁସି। ତେଣୁ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିବା ବ୍ୟକ୍ତିଙ୍କୁ ଘାରିଥିଲା ନିଜ କୁନି ଝିଅ ଚିନ୍ତା।ବାପାମା’ ନ ଥିବା ଛୁଆ ସଂସାରରେ କିପରି ବଞ୍ଚିବ ତାହା ତାଙ୍କୁ କଲବଲ କରିବାରୁ ନେଲେ ଚରମ ନିଷ୍ପତ୍ତି। ପ୍ରଥମେ ଝିଅକୁ ବିଷାକ୍ତ ପଦାର୍ଥ ଖୁଆଇ ପରେ ନିଜେ ଝୁଲି ପଡ଼ିଲେ ବ୍ୟକ୍ତିଜଣକ ।ଏପରି ଏକ ଲୋମଟାଙ୍କୁରା ଓ […]Continue Reading
Odisha News
ଭୁବନେଶ୍ବର, ୨୫/୭: ବଲାଙ୍ଗୀରର ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ କରାଯାଉଛି। ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତି ରଖିଥିବା ଅଭିଯୋଗ ହୋଇଛି।ଚଢ଼ାଉରେ ୨ ଜଣ ଅତିରିକ୍ତ ଏସ୍ପି, ୮ ଡିଏସ୍ପି, ୬ ଇନସ୍ପେକ୍ଟର, ୧୦ ଏଏସ୍ଆଇ ଏବଂ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ବିଭାଗ ଦ୍ୱାରା ଚଢ଼ାଉ କରାଯାଉଛି। ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ, ବିଚାରପତିଙ୍କ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୫/୭ : ଲାଂଚ ନେବା ହେଲା କାଳ। ଅତି ଲୋଭ କରି ଭିଜିଲାନ୍ସ ଜାଲରେ ପଡ଼ିଲେ ପାଟଣାଗଡ଼ ଆର ଡବ୍ଲୁ ସବ ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଜିତ୍ କୁମାର ପାଢ଼ୀ । ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରି ଗିରଫ କରିଛି ।ଏହା ସହିତ ବିଭିନ୍ନ ସ୍ଥାନରେ ଚଢାଉ କରିଛି । ଆଜି ପୂର୍ବାହ୍ନ ରେ ସୁଜିତ୍ କୁମାର ପାଢ଼ୀ ତାଙ୍କ କାର୍ଯ୍ୟାଳୟ ରେ ଲାଞ୍ଚ ନେଉଥିବା ବେଳେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୭; ବୌଦ୍ଧ ଜିଲ୍ଲା ଆମ୍ବଝରି ପଞ୍ଚାୟତର ଆମ୍ବଝରି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର‌୍ୟ୍ୟନ୍ତ ଥିବା ବେଳେ ୧୫୧ ଜଣ ବିଦ୍ୟାର୍ଥୀ ପାଠ ପଢୁଛନ୍ତି । କିନ୍ତୁ ଦୁଃଖର ବିଷୟଏକ ବର୍ଷ ରୁ ଅଧିକ ସମୟ ହେବ ୬ ଜଣ ଶିକ୍ଷକଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷକଙ୍କୁ ଡେପୁଟେଶନ ରେ ଅନ୍ୟତ୍ର ବଦଳି କରାଯାଇଛି ।ଗ୍ରାମବାସୀ ଏବଂ ପ୍ରଧାନ ଶିକ୍ଷକ ଏ ବାବଦରେ ଉପରିସ୍ଥ ଅଧିକାରୀଙ୍କୁ […]Continue Reading
Top Stories
By Subrat Sarangi New Delhi, July 25: The Union Budget’s focus on MSMEs reflects a nuanced understanding of the sector’s challenges and potential. The multi-pronged approach addresses critical pain points while fostering innovation and growth, said Mr Priyadarshi Nanu Pany, founder & CEO, CSM Tech. The credit-centric measures, including the new guarantee scheme, Continue Reading