Home Articles posted by odadmin (Page 768)
National News
NEW DELHI, JULY 19 : Microsoft users globally, including many in India, have reported massive outages in services on Friday, with outage tracking website Downdetector showing users flagging disruptions across various services. The outage wrought havoc on global computer systems, grounding flights in India and the US, derailing television broadcasts in the UK, and impacting Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୧୯/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବୁଡାପଡ଼ା ଗ୍ରାମବାସୀ ୭ ନମ୍ବର ରାଜ୍ୟ ରାଜପଥର ଦୁଇ ପାର୍ଶ୍ଵରେ ତିଆରି କରାଯାଇଥିବା ଡ୍ରେନ୍ କୁ ନିୟମିତ ସଫା କରାଯାଉ ନଥିବା ଯୋଗୁଁ ବାରମ୍ବାର ଡ୍ରେନର ମଇଳା ଆବର୍ଜନା ପାଣି ଗାଁରେ ପଶିଯିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ଏ ସମ୍ପର୍କରେ ଗ୍ରାମବାସୀ ମାନେ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇ Continue Reading
National News
NEW DELHI, JULY 19 : Former United States President Donald Trump took centre stage at the Republican National Convention in Milwaukee. While accepting the Republican Party’s presidential nomination, he stated, “Tonight, with faith and devotion, I proudly accept your nomination for President of the United States.” Recalling the assassination attempt, Donald Trump Continue Reading
Odisha News
ଭୁବନେଶ୍ୱର,୧୯/୭: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇଦିନରେ ଓଡ଼ିଶା ଉପକୂଳ ଛୁଇଁବାର Continue Reading
Odisha News
ଓଡ଼ିଶା, ୧୯/୭: ଆଜି ରାଜ୍ୟ ପାଳୁଛୁ ୧୦ମ ରସ ଗୋଲା ଦିବସ। ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ।ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି।ବିଶ୍ୱାସ ରହିଛି, ନୀଳାଦ୍ରି ବିଜେରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ମା’ Continue Reading
Odisha News
ଭୁବନେଶ୍ୱର, ୧୮/୭: ରାଜ୍ୟରେ ବିଜେପି ସରକାର ଦାୟିତ୍ୱ ଗ୍ରହଣ କରିବାର ପ୍ରାୟ ମାସକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଫିସ(ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ)ର ଅଫିସର୍ସ ଟିମ୍ ଗଢ଼ିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ(ସିଏମଓ)ରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ ରତ ରୂପାରୋଶନ ସାହୁଙ୍କୁ ଆଜି ହଟାଇ ଦିଆଯାଇଛି ।ରୂପାଙ୍କ ବଦଳି ସହ ପୂର୍ବର ନବୀନ ପଟ୍ଟନାୟକ ସରକାରରେ ପାୱାରଫୁଲ୍ ଥିବା ସମସ୍ତ ଅଫିସରଙ୍କୁ ସିଏମଓରୁ ହଟାଇ ଦିଆଯାଇଛି । ଆଜି Continue Reading
National News
PATNA, JULY 18 : The Central Bureau of Investigation (CBI) on Thursday arrested five people, including four MBBS students of the All India Institute of Medical Sciences (AIIMS)-Patna, in connection with the NEET-UG question paper leak case. The AIIMS-Patna students have been accused of helping the notorious ‘solver gang’ of Nalanda solve the leaked question […]Continue Reading
Odisha News
ପୁରୀ,୧୮/୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା।ମହାସୁଆର ପଞ୍ଚଉପଚାରରେ ପଣା ପୂଜା କରିଥିଲେ। ଭୋଗ ପରେ ପାର୍ଶ୍ୱ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ସନ୍ତୁଷ୍ଟି କରିବା ଉଦ୍ଦେଶ୍ୟରେ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯାଇଥିଲା। ଏହି ନୀତି ଦେଖିବା ପାଇଁ ଲକ୍ଷାଧିକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୭ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଗୁରୁବାର ଦିନ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବା ସହିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ଅବସରରେ ସାଂସଦ ଶ୍ରୀପାଣିଗ୍ରାହୀ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଅଧିକାରୀଙ୍କୁ କହିଥିଲେଯେ, ଜିଲ୍ଲାର ବିକାଶ ପାଇଁ ସାମଗ୍ରୀକ ଉଦ୍ୟମର ଆବଶ୍ୟକତା ରହିଛି ।ଆସନ୍ତା ୨୦୩୬ ରେ Continue Reading