Home Articles posted by odadmin (Page 777)
National News Sports News
NEW DELHI, JULY 13 : Former Indian cricket team captain Kapil Dev has requested the Board of Control for Cricket in India (BCCI) to provide financial support for his former teammate Anshuman Gaekwad. The former Indian opener is battling blood cancer and is unable to meet medical expenses. Gaekwad had been undergoing treatment for the […]Continue Reading
Odisha News
ପୁରୀ, ୧୩/୭: ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଏଣୁ ଧାର‌୍ୟ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।Continue Reading
Odisha News
କଟକ,୧୩/୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି।ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ Continue Reading
Odisha News
ପାରାଦୀପ, ୧୩/୭: ଜଗତସିଂହପୁର ଜିଲ୍ଲା ପାରାଦୀପରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରାଦୀପର ଦୋଛକିରେ ଡ୍ୟୁଟିରେ ଥିବା ହୋମଗାର୍ଡଙ୍କୁ ଚାପିଦେଲା ଲୁହାପଥର ବୋଝେଇ ଟ୍ରକ୍।ମୃତ ହୋମଗାର୍ଡ ହେଲେ ସ୍ଥାନୀୟ ବାଲଡିହ ଗ୍ରାମର ରାଜନ ପ୍ରଧାନ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉଭୟ ପାରାଦୀପ – କଟକ ଓ ଚଣ୍ଡିଖୋଲ ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକ। ଆଜି ଭୋରରୁ ଧାଡ଼ି ଭାଙ୍ଗି ଯାଉଥିବା ଟ୍ରକକୁ ହୋମଗାର୍ଡ ରାଜନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୭: ସନ୍ଧ୍ୟା ସମୟରେ ମାଉସୀ ମା ମନ୍ଦିର ପରିସରରେ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ଭଜନ ସମାରୋହ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି ଅବସରରେ ସୃଷ୍ଟି ନୃତ୍ୟକ୍ଷ ନୁ ଷ୍ଟ। ନ ର କଳାକାର ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ନୃତ୍ୟ ଗୁରୁ ଅରୂପ ରଞ୍ଜନ ମହାରଣକ୍ଷ ଙ୍କ ନିର୍ଦେଶନାରେ ସତ୍ୟବାନ ସେଠୀ,ଅଶୋକ ବିଶି, ଉର୍ମି ମହାନନ୍ଦିଆ ଭଜନ ପରିବେଷଣ କରିଥିଲେ ।ଶ୍ରଦ୍ଧାଞ୍ଜଳି ସାହୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି କାଳୀନ ଏବଂ ଶିଶୁସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଅନ୍ତର୍ଗତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ ଜନସଂଖ୍ୟା ଦିବସ ପାଳନ ଅବସରରେ ଜନସଂଖ୍ୟା ସ୍ଥିରିକରଣ ପକ୍ଷ ୧୧-୨୪-ଜୁଲାଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନ୍ୟପକ୍ଷରେ ଏହି ବିଶ୍ଵ ଜନସଂଖ୍ୟା ଦିବ Continue Reading
Odisha News
ପୁରୀ, ୧୨/୭: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଆଜି ଅରବିନ୍ଦ ପାଢ଼ୀ ଦାୟିତ୍ୱ ନେଇଛନ୍ତି। ସେ ଦାୟିତ୍ୱ ନେବା ପରେ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଆଗାମୀ ବାହୁଡା ଯାତ୍ରାକୁ ନେଇ ଆକ୍ସନମୋଡକୁ ଆସିଛନ୍ତି।ଦାୟିତ୍ୱ ନେବା ପରେ ସେ କହିଛନ୍ତି, ଯଦି କୌଣସି ସେବାୟତ ରଥ ଉପରକୁ ମୋବାଇଲ ନେଇ ଯାଆନ୍ତି, ତେବେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରଥ ଉପରେ ରହି କୌଣସି ସେବାୟତ ଫଟୋ କିମ୍ବା ଭିଡିଓ କରିପାରିବେ ନାହିଁ।ସେହିଭଳି ରଥ Continue Reading