Home Articles posted by odadmin (Page 780)
National News
NEW DELHI,JULY 11 : Former Agniveers will now get a 10 per cent reservation in the Central Industrial Security Force (CISF), Border Security Forces (BSF), and Railway Protection Forces (RPF). The reservation for ex-Agniveers in the central security forces was announced by the Union Home Ministry last year.Speaking with the media, Director-General of the RPF, […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୭: ଗଜପତି ଜିଲ୍ଲାର ଆଦିବାସୀ ବହୁଳ ରାୟଗଡ ବ୍ଲକର ତଥା ପୁରାଣ ପ୍ରସିଦ୍ଧ ଐତିହାସିକ ଶୈବପୀଠ ପବିତ୍ର ମହେନ୍ଦ୍ରଗିରିର ପାଦଦେଶରେ ଥିବା ଜିରାଙ୍ଗ ଗ୍ରାମ ସ୍ଥିତ ଠାକୁର ବଳଦେବ ଜୀଉଙ୍କ ମନ୍ଦିର ଠାରେ ପବିତ୍ର ରଥଯାତ୍ରାର ହେରାପଞ୍ଚମୀ ଦିନରେ ଆଜି ଅତ୍ୟନ୍ତ ନିଆରା ଢଙ୍ଗରେ ବିଶ୍ବାସ ଓ ପରମ୍ପରା ପ୍ରକାରେ ଏଠାରେ ରଥଯାତ୍ରା ପାଳିତ ହୋଇଯାଇଛି।ଆଜି ହେରାପଞ୍ଚମୀ ଦିନରେ ଏଠାରେ ଶତାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ଛୋଟ ପିଲା Continue Reading
Odisha News
ଭଦ୍ରକ,୧୧/୭ : ଭଦ୍ରକ ଜିଲ୍ଲା ପୁରୁଣା ବଜାରରେ ନକଲି ଜର୍ଦ୍ଦା ତିଆରି କାରଖାନା ଠାବ ହୋଇଛି। ସେଠାରୁ ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହୋଇଛି।ଏହା ସହ ଦୁଇଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଗିରଫ ବ୍ୟକ୍ତିମାନେ ହେଲେ ସେକ୍ ରବାନି ଓ ସେକ୍ ଖାଲିକ୍।ପୁରୁଣାବଜାରେ ନକଲି ଜର୍ଦ୍ଦା ତିଆରି କାରଖାନା ଥିବା ନେଇ ପୁଲିସ ଖବର ପାଇଥିଲା। ଗତକାଲି ରାତିରେ ନକଲି ଜର୍ଦ୍ଦା କାରଖାନା ଚାଲିଥିବା ୩ଟି ସ୍ଥାନରେ ଚଢାଉ କରିଥିଲା ପୁଲିସ।ସେଠାରୁ Continue Reading
Odisha News
ଭୁବନେଶ୍ବର, ୧୧/୭: ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ଦିନ ପହଣ୍ଡି ସମୟରେ ଘଟିଥିବା ଅଘଟନ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିଛନ୍ତି। ଶ୍ରୀ ପଟ୍ଟନାୟକ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର କ୍ଷୋଭ ପ୍ରକାଶ କରିଛନ୍ତି।ଚିଠିରେ ସେ ଉଲ୍ଲେଖ କରିଛନ୍ତି, ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ତାହା Continue Reading
Odisha News
ଗଜପତି,୧୧/୭: ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଖୁସି କି ଦୁଃଖର ସମୟ ବୁଝେନି ମୃତ୍ୟୁ। ଆଉ ଅଚାନକ ସମୁଦ୍ରର ଢେଉ ଭଳି ମାଡିଆସେ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ ଜିଲାପାଳ।ଗୀତ ଗାଉଥିବା ବେଳେ ଜିଲା ରେଭିନ୍ୟୁ ଏଡିଏମ ବୀରେନ୍ଦ୍ର କୁମାର ଦାସଙ୍କ ମୃତ୍ୟୁ ହୋଇଛି। ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ଏକ […]Continue Reading