ଭୁବନେଶ୍ୱର,୪/୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ୟ୍ୟ କରାଯିବ।ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। Continue Reading
By Nalini Sahu Bhubaneswar, July 4: Bisweswar Foods Pvt Ltd, a renowned agro-based product company, recently launched its latest offering, Mix Chhatua, at a hotel in Bhubaneswar. The event was attended by the company’s Managing Director Rashmi Sahoo, Senior Manager of Accounts and Marketing Srikant Mohapatra, Senior Manager of Production Silpa Das, and PA to […]Continue Reading
MUMBAI, JULY 4 : Police have made elaborate security arrangements for the road show of the T20 World Cup-winning Indian cricket team on Thursday evening in Mumbai where a large number of fans are expected to gather to watch the procession, an official said. The victorious team, which returned to the country on Thursday morning, […]Continue Reading
ନୟାଗଡ଼, ୪/୭: ନୟାଗଡ଼ ଜିଲ୍ଲା ଭାପୁର ତହସିଲ କାର୍ୟ୍ୟାଳୟର ମୁଖ୍ୟ କିରାଣୀଙ୍କ କ୍ୱାର୍ଟର୍ସରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫ୍ୟାନ ସର୍ଟ ସର୍କିଟ୍ ହେବା ପରେ ଘରେ ନିଆଁ ଲାଗି ଯାଇଥିଲା। ଫଳରେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଏହା ଫାଟି ଯାଇଥିଲା। ବିସ୍ଫୋରଣ ଯୋଗୁ ଘରର ଛାତ ଉଡ଼ି ଯାଇଥିଲା। ଏହି ଅଘଟଣ ଯୋଗୁ ପତିପତ୍ନୀଙ୍କ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ରାତି ୩ଟା ବେଳେ ଏହି ଘଟଣା ଘଟିଛି।ଘରେ ଭାପୁର ତହସିଲ […]Continue Reading
ଭୁବନେଶ୍ବର, ୪/୭: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ପ୍ରବେଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଛନ୍ତି ।ତୃତୀୟ ମହଲାର ନିଜ ପ୍ରକୋଷ୍ଠରେ ଗୁରୁବାରଠାରୁ କାର୍ଯ୍ୟ ଆରମ୍ଭ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଇ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଲୋକସେବା ଭବନକୁ Continue Reading
ଭୁବନେଶ୍ୱର, ୪/୭: ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ Continue Reading
By Ramesh Agrawal Bhubaneswar, July 3: Senior BJP leader and former Malkangiri MLA Aditya Madhi passed away while undergoing treatment at a hospital in Bhubaneswar on Wednesday. The 50-year-old Madhi was undergoing treatment for chronic kidney disease, said family sources, adding he had even undergone a kidney transplant two years ago. Madhi had contested the […]Continue Reading
By Our Correspondent Bhubaneswar, July 3- Sightsavers India, in collaboration with AbbVie India, successfully launched a series of state-level consultations across India to raise awareness about the prevention of visual impairment due to glaucoma. The inaugural event took place at Lemon Tree Premier in Bhubaneswar, Odisha, drawing a diverse audience that included Continue Reading
ଭୁବନେଶ୍ବର/ମାଲକାନଗିରି, ୩/୭: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ୀ ଆଉ ନାହାନ୍ତି। ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୫୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି।ସୂଚନା ଅନୁସାରେ ଆଦିତ୍ୟ ମାଢ଼ୀଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଏକ ବର୍ଷ ହେଲା ଅସୁସ୍ଥ ଥିଲେ। ନିକଟରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ Continue Reading




