Home Articles posted by odadmin (Page 798)
National News
Karnataka, Jun 30 :  The Karnataka Health Department has launched a crackdown on eateries selling “unhygienic” shawarma following complaints from people across the state who reported falling ill after consuming the dish. This action comes on the heels of the department’s recent ban on artificial colours in kebabs and gobi manchurian. Health officials Continue Reading
Odisha News
ଟିଟିଲାଗଡ଼,୩୦/୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। କେଉଁ ପରିସ୍ଥିତିରେ ଏହି ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।Continue Reading
Odisha News
ଭୁବନେଶ୍ବର, ୩୦/୬: ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି।କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାପରେ କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ Continue Reading
Odisha News
ନୂଆଦିଲ୍ଲୀ, ୩୦/୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍ରେ କଥା ହୋଇ ସମଗ୍ର ଦଳକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ରୋହିତ ଶର୍ମାଙ୍କୁ ଉତ୍କୃଷ୍ଟ ଅଧିନାୟକତ୍ୱ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଫାଇନାଲରେ ବିରାଟ କୋହଲିଙ୍କ ଇନିଂସ ଏବଂ ଭାରତୀୟ କ୍ରିକେଟରେ ତାଙ୍କର ଅବଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି। ରୋହିତ ଶର୍ମା ଏବଂ ବିରାଟ କୋହଲି ମଧ୍ୟ Continue Reading
National News Sports News
NEW DELHI,JUN 30 : Indian skipper Rohit Sharma and star batter Virat Kohli announced their retirement from Twenty20 internationals after India’s thrilling seven-run win over South Africa in the T20 World Cup final in Barbados on Saturday.Kohli was the first to declare his decision after being adjudged player of the match for his sublime 76 […]Continue Reading
Odisha News
ଭୁବନେଶ୍ୱର,୩୦/୬: ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ପୋଷ୍ଟ କରିଛନ୍ତି।Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬: ଗଜପତି ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ମାନଙ୍କ ବିପଦ ସଙ୍କୁଳ କାର୍ଯ୍ୟରେ ନିରାକରଣ ନିମନ୍ତେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ Continue Reading
Odisha News
ଭୁବନେଶ୍ୱର,୨୯/୬: ଲକ୍ଷ୍ମୀ ବସ୍ ନାଁକୁ ନେଇ ବଡ଼ ଅପ୍ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ। ଏହା ଅତିଶୀଘ୍ର କାର‌୍ୟ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍ । ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ ଓଡ଼ିଶାରେ […]Continue Reading