Home Articles posted by odadmin (Page 805)
Odisha News
ଭୁବନେଶ୍ୱର,୨୪/୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍ ସେବା ଦିଆଯିବ।ରାଜ୍ୟରେ ଅଧିକରୁ ଅଧିକ ଇଲେକ୍ଟ୍ରିକ ବସ୍ ଚାଲିବ। ଲୋକଙ୍କୁ ଅଧିକ ବସ୍ ସେବା ପାଇଁ ପ୍ରାରମ୍ଭିକ ଭାବେ ୧୦୦ ବସ କିଣାଯିବ। ରଥଯାତ୍ରାରେ ପ୍ରତି ବ୍ଲକରୁ […]Continue Reading
Odisha News
ପୁରୀ,୨୪/୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି।ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା ଛେରାପହଁରା, ୪ଟା ୩୦ରେ ରଥରୁ ଚାର ଫିଟା, ଘୋଡ଼ା ସାରଥି ଲାଗିବେ। ଏହା ପରେ ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ।ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ବୈଠକ ପରେ ସୂଚନା ଦେଇଛନ୍ତି। Continue Reading
Odisha News
କେନ୍ଦୁଝର,୨୪/୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ ପ୍ରାୟ ୧୦.୩୦ରେ ବାହାରି ସଦର ବ୍ଲକ ରାଇକଳା, ତାଙ୍କ ଜନ୍ମ ଗ୍ରାମରେ ଓହ୍ଲାଇଥିଲେ।ତାଙ୍କୁ ଦର୍ଶନ କରିବାକୁ ଏବଂ ସ୍ବାଗତ ଜଣାଇବାକୁ ହଜାର ହଜାର ସଂଖ୍ୟାରେ ଆଖପାଖ ଅଞ୍ଚଳର ଲୋକ ରୁଣ୍ଡ ହୋଇଥିଲେ। ସତେ ଯେପରି Continue Reading
Odisha News
ବୀରମହାରାଜପୁର,୨୪/୬: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଘଟିଛି ଅଘଟଣ ।ସୁଚନା ଅନୁସାରେ ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବାବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଜାରରେ ଧରି […]Continue Reading
Odisha News
ଭୁବନେଶ୍ୱର,୨୪/୬: ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ସମୀକ୍ଷା ବୈଠକ କରିଛନ୍ତ।ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭି. ଭି. ଯାଦବ ଓ ମାର୍କେଟ ଇନ୍ଟେଲିଜେନ୍ସ ଅଫିସର ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ବୈଠକରେ ରାଜ୍ୟର ସମସ୍ତ ଜିଲାରୁ ଯୋଗାଣ ଓ ମାର୍କେଟ ସମ୍ବନ୍ଧୀୟ ତଥ୍ୟ Continue Reading
Odisha News
ଭୁବନେଶ୍ୱର,୨୪/୬: ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି।ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ Continue Reading
Odisha News
ନୂଆଦିଲ୍ଳୀ, ୨୪/୬: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି।ତୃତୀୟ ପାଳିର ପ୍ରଥମ ଅଧିବେଶନ ଆରମ୍ଭ ପୂର୍ବରୁ ସାଂସଦ ତଥା ଦେଶବାସୀଙ୍କ ପ୍ରତି ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ମୋଦୀ କହିଛନ୍ତି, ‘ ବିକଶିତ ଭାରତର ଲକ୍ଷ୍ୟର ସଙ୍କଳ୍ପ ନେଇ ଆଜି ୧୮ ତମ ଲୋକସଭାର ପ୍ରାରମ୍ଭ ହେଉଛି । ଚଳିତ ନିର୍ବାଚନ ବିଶ୍ୱର ସବୁଠୁ ବଡ଼ ନିର୍ବାଚନ, Continue Reading
Bollywood National News
MUMBAI, JUN 24 : Veteran actor Shatrughan Sinha sent his wishes to newlyweds Sonakshi Sinha and Zaheer Iqbal. The iconic actor, in an interview, expressed his happiness on seeing his daughter getting married. Sonakshi got married to her longtime boyfriend Zaheer Iqbal in a private ceremony at her Bandra apartment in Mumbai on Sunday, June […]Continue Reading