Home Articles posted by odadmin (Page 807)
Odisha News
ରାଜ କିଶୋର ପର୍ଡିଆଙ୍କ ରିପୋର୍ଟବଲାଙ୍ଗୀର, ୨୩/୬: ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ ନିର୍ବାଚନ ପୂର୍ବରୁ ଏକ ସଂକଳ୍ପ ପତ୍ର ବଣ୍ଟନ କରି ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛନ୍ତି।ସଂକଳ୍ପ ପତ୍ରରେ ଅନେକ ସମସ୍ୟାର ସମାଧାନ କରିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଇ ଯାଇଛନ୍ତି।ବର୍ତ୍ତମାନ ସମୟ ଆସି ଯାଇଛି।ସଂକଳ୍ପ ପତ୍ରରେ ଲେଖାଯାଇଥିବା ଅନେକ ସମସ୍ୟା ମଧ୍ୟରେ ସେ କେଉଁ କେଉଁ ସମସ୍ୟା ଉପରେ ସର୍ବପ୍ରଥମେ ଗୁରୁତ୍ଵ ଦେବେ ଏବଂ ଦେଇଥିବା ପ୍ରତିଶ୍ରୁତି Continue Reading
Odisha News
ଭୁବନେଶ୍ୱର,୨୩/୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ।ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି Continue Reading
Odisha News
ଭୁୁବନେଶ୍ୱର, ୨୩/୬: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତା ତଥା ପଦାଧିକାରୀଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବା ଯୋଗୁ ସେମାନଙ୍କୁ ବହିଷ୍କାର କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂହ ସାଲୁଜା ଏହି କାର୍ଯ୍ୟାନୁଷ୍ଠାନ ସଂପର୍କରେ ଜଣାଇଛନ୍ତି। ଏ ସଂପର୍କରେ କଂଗ୍ରେସ Continue Reading
Odisha News
ବାଲେଶ୍ବର,୨୩/୬ : ବାଲେଶ୍ବର ଜିଲ୍ଲା ରୂପସା ନିକଟରେ ୬୦ ନଂ ଜାତୀୟ ରାଜପଥରେ ଏକ କଣ୍ଟେନରକୁ ୧୦୮ ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇ ଜଳିଯାଇଥିବାର ଖବର ମିଳିଛି। ଏହି ଦୁର୍ଘଟଣା ଫଳରେ ରୋଗୀ ସମେତ ୪ ଗୁରୁତର ହୋଇଥିବା ଜଣାଯାଇଛି। ଗୁରୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।୧୦୮ ଆମ୍ବୁଲାନ୍ସ ବସ୍ତା ଡ଼ାକ୍ତରଖାନାରୁ ରୋଗୀ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସର Continue Reading
Odisha News
ବ୍ରହ୍ମଗିରି, ୨୩/୬: ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ପାଇ ପାରିବେନି ଶ୍ରଦ୍ଧାଳୁ।ଏହି ସମୟରେ ସେମାନଙ୍କ ସ୍ଥାନରେ ପୂଜା ପାଇବେ ପଟ୍ଟି ଦିଅଁ। ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ନାରାୟଣ, ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ ଓ ଦେବୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୬: ଓଡିଶା-ଆନ୍ଧ୍ର ସୀମାନ୍ତ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପ ଠାରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପାରମ୍ପରିକ ରୀତିନୀତି ପ୍ରକାରେ ପବିତ୍ର ଦେବସ୍ନାନ ପୁର୍ଣିମା ଉତ୍ସବ କାର‌୍ୟ୍ୟକ୍ରମ ଉତ୍ସାହ ଓ ଗଜାନନ ବେଶ ଉଦ୍ଦୀପନା ସହ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପୂର୍ବାହ୍ନ ସମୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ Continue Reading