କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୨ : ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ୍ ଦ୍ୱାରା ଆୟୋଜିତ ବିଂଶତମ ବୌଦ୍ଧ ପୁସ୍ତକମେଳା ମଙ୍ଗଳବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଯାଇଛି ।ଏଥିରେ ମୁଖ୍ୟଅତିଥିଭାବେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକ ଓ ସମ୍ମାନୀତ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ ଯୋଗଦେଇ ଫିତାକାଟି ପୁସ୍ତକମେଳାକୁ ଉଦଘାଟନ କରିଥିଲେ ।ମା’ଭୈରବୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ Continue Reading




