Home Articles posted by odadmin (Page 811)
Odisha News
ଭୁବନେଶ୍ବର, ୨୧/୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଗ୍ରୀଷ୍ମ ଲହରିରେ ବ୍ରେକ୍ ଲାଗିଛି। ଲୋକଙ୍କୁ ଆଶ୍ବସ୍ତି ମିଳିଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦିନେ ଦୁଇଦିନ ମଧ୍ୟରେ ରାଜ୍ୟର ଅନ୍ୟ ୬ଟି ଜିଲ୍ଲାକୁ ମୌସୁମୀ ଛୁଇଁବ।ସୂଚନାଯୋଗ୍ୟ, ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗତମାସ ଛୁଇଁଥିଲା। କେରଳରେ ଏହା ମେ’ Continue Reading
National News
NEW DELHI, JUN 21 : In the National Eligibility-cum-Entrance Test-Undergraduate (NEET-UG) paper leak case, those arrested allegedly informed the investigating team that the candidates paid around Rs 30 to Rs 32 lakh for the leaked question papers. The confessions came from Anurag, his uncle Sikandar Yadavendu, and two others — Nitish Kumar and Amit Anand […]Continue Reading
Odisha News Sports News
ଭୁବନେଶ୍ୱର,୨୧/୬ : ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି।୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ।ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି।ହକି ପାଇଁ Continue Reading
Odisha News
ପୁରୀ, ୨୧/୬: : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି,୨୨ଜଣ ଡିଏସପି,୨୯୦ ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ହେବେ। ୧୧୨ ହେଉଛି ପୁଲିସ Continue Reading
National News
NEW DELHI, JUN 21: Delhi High Court on Friday stayed the release ofdelhi cm Delhi Chief Minister, Arvind Kejriwal, from jail in the Delhi liquor case and said it would conduct a detailed hearing on Friday to the ED’s appeal, challenging the rouse avenue court’s order of granting him bail. “The order won’t be given […]Continue Reading
Odisha News
ଭୁବନେଶ୍ବର, ୨୧/୬: ତମାଣ୍ଡୋ ଥାନା ଅର୍ନ୍ତଗତ ଏକ ଇଞ୍ଜିନିୟରିଂ କଲେଜ ନିକଟ ରାସ୍ତାରେ ଆଜି ସକାଳେ ଜଣେ ଯୁବକଙ୍କୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଦେଖିବାକୁ ମିଳିଥିଲା।ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଣେ ଅଭିଯୁକ୍ତକୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ।ମୃତକଙ୍କ ନାଁ ସୁଶାନ୍ତ ଶତପଥୀ ବୋଲି ସୂଚନା Continue Reading
Odisha News
କୋରାପୁଟ, ୨୧/୬ : କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ଅନ୍ତର୍ଗତ ସରପଲ୍ଲୀ ଛକରେ ନକ୍ସଲମାନେ ପୋଷ୍ଟର ଲଗାଇଛନ୍ତି। ପୋଷ୍ଟରରେ ତେଲୁଗୁ ଭାଷାରେ ଲେଖାଯାଇଛି। ଏହି ପୋଷ୍ଟରଟି ସିପିଆଇ ମାଓବାଦୀ ପକ୍ଷରୁ ଲଗାଯାଇଥିବା ସେଥିରେ ଦର୍ଶାଯାଇଛି।ଆଜି ସକାଳେ ସରପଲ୍ଲୀ ଛକରେ ଲାଗିଥିବା ନକ୍ସଲ ପୋଷ୍ଟର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ତଦନ୍ତ କରୁଛି।ଦୀର୍ଘ ଦିନ ପରେ ନକ୍ସଲମାନେ ବନ୍ଧୁଗାଁ ଅଞ୍ଚଳରେ ପୋଷ୍ଟର ଲଗାଇ ପୁଣି ସେମାନଙ୍କ Continue Reading
Odisha News
ଭୁବନେଶ୍ବର, ୨୧/୬: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ […]Continue Reading