Home Articles posted by odadmin (Page 813)
Odisha News
ଭୁବନେଶ୍ୱର,୨୦/୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି।କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ ବାଚସ୍ପତି ଗୃହ ପରିଚାଳନା କରିଛନ୍ତି।ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର Continue Reading
Odisha News
କୋରାପୁଟ, ୨୦/୬ : ଚି ନ୍ତା ବଢ଼ାଉଛି ଡିପଥେରିଆ । ପୂର୍ବରୁ ଏଥିରେ ଆକ୍ରାନ୍ତ ହୋଇ ୫ ଜଣ ଆଖି ବୁଜି ସାରିଥିବା ବେଳେ ଏବେ ଆଉ ଜଣେ ନାବାଳକ ଆଖି ବୁଜିଛନ୍ତି। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି ଜଣାଯାଇଛି। ପୂର୍ବରୁ ସାରା ରାଜ୍ୟରେ ୫ ଜଣଙ୍କର ଡିପଥେରିଆରେ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି।ଜନନସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଗକଉଏ ମେଡିକାଲରେ ଡିପଥେରିଆ ରେ ୪ ଜଣ […]Continue Reading
Odisha News
ନୂଆଦିଲ୍ଲୀ/ଭୁବନେଶ୍ବର,, ୨୦/୬ : ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୬ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ମହାବିଦ୍ୟାଳୟ ପରିସରରେ ଆଜି ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୁଷ୍ମାନ ଭାରତ ଅନ୍ତର୍ଗତ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ଦିବସ ପାଳନ ଅବସରରେ ଏକ ସଚେତନତା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ବିଭାଗର Continue Reading
Top Stories
By Our Correspondent PUNE, JUN 19 : Raja Mahotsava, organized by the KalingaSwaraj Foundation beyond Odisha, stands out as a commendable initiative aimed at promoting Odia culture and advocating a progressive stance on menstruation. Rooted in Odisha’s rich socio-cultural heritage, this festival underscores the significance of women and embraces the natural cycles of Continue Reading
Odisha News
ଭୁବନେଶ୍ବର, ୧୯/୬: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ହେବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି।ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।ସେହିପରି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ Continue Reading
Odisha News
କଟକ,୧୯/୬: ବୁଧବାର ପ୍ରକାଶ ପାଇଛି ଓଏସ୍ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ ଙ୍ଗଙ୍ଗଙ୍ଗ.ଭଗ୍ଦରକ୍ଟୟସଗ୍ଦଷବ.ବମ.ସଦ୍ଭରେ ଲଗ୍ ଇନ୍ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍ସାଇଟ୍ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ ।କିପରି କରିବେ ଡାଉନଲୋଡ୍?ପ୍ରଥମେ ଙଝଝଞଋଞର ଅଫିସିଆଲ www.bseodisha.ac.inକୁ ଲଗ୍ ଇନ୍ କରିବେ। ସେଥିରେ ନିଜର ଇ-ମେଲ୍ ଆଇଡି ଏବଂ ପାସ୍ଓ୍ବାଡ୍ Continue Reading