Home Articles posted by odadmin (Page 817)
National News
MUMBAI,JUN 16: A poll official on Sunday said an EVM was a standalone system that does not need an OTP to unlock it. Vandana Suryavanshi, returning officer of Mumbai North West Lok Sabha constituency, was reacting to a report in Mid-day newspaper about a kin of Ravindra Waikar, the Shiv Sena candidate who emerged victorious […]Continue Reading
Odisha News
ଭୁବନେଶ୍ୱର,୧୬/୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ।ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ Continue Reading
Top Stories
By Our Correspondent Bhubaneswar, Jun 16 : SS Innovations, the developer of India’s first Indigenous surgical robotic system- SSI Mantra, dedicated to making advanced robotic surgeries cost-effective and accessible to a global population, today launched SSI Mantra 3, which is the next generation, most advanced version of the Mantra surgical robot system. Alongside, it has Continue Reading
Odisha News
ରେଢ଼ାଖୋଲ, ୧୬/୬: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଲୁକାପାଲି ସ୍ଥିତ ଭଡ଼ା ଘରୁ ଜଣେ କନିଷ୍ଠ କିରାଣିଙ୍କ ମୃତଦେହ ମିଳିଛି। ମୃତକ ନାକଟିଦେଉଳ ତହସିଲ ଅଫିସରେ କାର‌୍ୟ୍ୟ କରୁଥିବା ଜଣାଯାଇଛି। ତାଙ୍କ ନାଆଁ କ୍ଷୀରୋଦ ବଳ ବୋଲି ସୂଚନା ରହିଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ।ସୂଚନା ଅନୁଯାୟୀ, କ୍ଷୀରୋଦଙ୍କ ପରିବାର ଲୋକେ ସମ୍ବଲପୁରରେ ରହୁଥିଲେ। ସେ ଲୁକାପାଲିରେ ଘର ଭଡ଼ା ନେଇ Continue Reading
Odisha News
ଭୁବନେଶ୍ବର,୧୬/୬: ଆଜି ଶେଷ ରଜ। ଏହାକୁ ବେଶ ଧୂମଧାମରେ ପାଳନ କରୁଛନ୍ତି ଓଡ଼ିଶାବାସୀ। ଚାରିଆଡ଼େ ଉତ୍ସବର ମାହୋଲ ଦେଖିବାକୁ ମିଳୁଥିବା ବେଳେ ପିଠାପଣାର ମହକରେ ବାସି ଉଠୁଛି ପ୍ରତିଟି ଓଡ଼ିଆ ଘର। ଆଜି ରବିବାର ହୋଇଥିବାରୁ ସକାଳୁ ସକାଳୁ ଆମିଷ ମାର୍କେଟରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଲାଣି।ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବଜାରକୁ ପର‌୍ୟ୍ୟାପ୍ତ ପରିମାଣର ମାଛ, ଚିକେନ, ମଟନ, ଚିଙ୍ଗୁଡ଼ି ଓ କଙ୍କଡା ମଧ୍ୟ ଅଣାଯାଇଛି । ତିନି ଦିନ ଧରି ପାଳନ ହେଉଥିବା ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୬/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଆଜକୁ କିଛିଦିନ ହେଲା ବିଦ୍ୟୁତ ଲୁଚକାଳି ଖେଳ ଉପଭୋକ୍ତାଙ୍କୁ ହନ୍ତସନ୍ତରେ ପକାଇଲାଣି କ୍ଷସାମାନ୍ୟ ପବନ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ଚାଲିଯାଉଛି । ଏପଟେ ପ୍ରବଳ ଖରା ଓ ଗରମ ସାଙ୍ଗକୁ ମନ ଇଚ୍ଛା ବିଦ୍ୟୁତକାଟ ଉପଭୋକ୍ତାଙ୍କ ସମସ୍ୟାକୁ ଦ୍ଵିଗୁଣିତ କରିପକାଉଛି ।ଚଳିତ ମାସ ୧୧ ତାରିଖରେ ଅଞ୍ଚଳରେ ହୋଇଥିବା କାଳବୈଶାଖୀ ପ୍ରବାହରେ ପ୍ରବଳ ପବନ ଓ Continue Reading
Odisha News
ଗଣେଶ କୁମାରେ ରାଜୁଙ୍କ ରିପୋର୍ଟଗଜପତି, ୧୬/୬: ରଜ ପର୍ବ ପାଇଁ ସମଗ୍ର ପାରଳାଖେମୁଣ୍ଡି ସହର ଓ ଆଖପାଖ ଅଞ୍ଚଳ ଉତ୍ସବ ମୁଖର ଓ ଚଳଚଞ୍ଚଳ ହୋଇ ଉଠିଛି । ତିନିଦିନ ଧରି ଏହି ରଜ ପର୍ବ ଅତି ଧୁମ୍ ଧାମରେ ପାଳିତ ହୋଇ ଆସିଥିବା ବେଳେ ଏଥିରେ ଛୋଟ ଝିଅ ମାନଙ୍କ ଠାରୁ ଆରମ୍ଭ କରି ଯୁବତୀ , ବିବାହିତା ଯୁବତୀ ଓ ମହିଳା ମାନେ ଏଥିରେ ସାମିଲ ହୋଇ ମସଗୁଲ ହୋଇ ପଡିଛନ୍ତି ।ଏହି ଅବସରରେ […]Continue Reading