କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୧/୭ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ସଦଭାବନା ସଭାଗୃହ ମଧ୍ୟରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ \”ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ – ୨୦୨୬\” (District Strategic Action Plan – ୨୦୨୬) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ \”ଜିଲ୍ଲା Continue Reading




