Home Articles posted by odadmin (Page 821)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୬: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ଏଙ୍ଗାରସିଂ ପଞ୍ଚାୟତର ଏଙ୍ଗାରସିଂ ଗ୍ରାମରେ ଦେଶାଇ ଫାଉଣ୍ଡେସନ ଟ୍ରଷ୍ଟ ସହାୟତାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ସିସିଡ଼ି” ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ସହ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଏହି ଶିବିର କାର୍ଯ୍ୟକ୍ରମରେ ଡକ୍ଟର . ସୁଶ୍ରୀ ଏଶ୍ଵରୀୟା ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ ଜଣାଇ Continue Reading
Odisha News
ଭୁବନେଶ୍ବର,୧୨/୬: ଓଡ଼ିଶାରେ ବିଜେପି ସରକାର ଗଢ଼ିଲା ପରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି।ସେହିପରି କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋହନ୍ଙ୍କ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ ପରେ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ଘୋଷଣା କରିଛି। ସୁରମା ପାଢ଼ୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବାଚସ୍ପତି କରିଛି।ବାଚସ୍ପତି ଘୋଷଣା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୀର୍ଘ ଦିନ ପରେ କାଳ ବୈଶାଖୀର ତାଣ୍ଡବ । ପ୍ରବଳ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପବନ ସହ ପ୍ରବଳ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି ।ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ବାଲିଗୁଡ଼ା ବସ୍ ଷ୍ଟାଣ୍ଡ ନିକଟସ୍ଥ ଦଣ୍ଡପାଣି ଲର୍ଜ ର ସମ୍ମୁଖ ଭାଗ ଗୁରୁତର ଭାଵେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି ।ଲଜ ତଳେ ଥିବା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୨/୬ : ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥ ଆଜି ଜିଲ୍ଲାରେ ଶୁଭାରମ୍ଭ ହୋଇ ଯାଇଅଛି।ଗଜପତି ଜିଲ୍ଲା ସଦରମହକୁମା ଜିଲ୍ଲାପାଳଙ୍କ କାର‌୍ୟ୍ୟଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦୁଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର କୁମାର ମିଞ୍ଜ ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ସଚେତନତା ରଥ , ଜିଲ୍ଲାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ ବିଜ୍ଞାପିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୬: ବୌଦ୍ଧ ଜିଲ୍ଲା ର ଏକମାତ୍ର ଅଗ୍ରଣୀ ନୃତ୍ୟାନୁଷ୍ଠାନ “ପ୍ରଣାମ” ଆନୁକୁଲ୍ୟ ରେ ଚତୁର୍ଥ ରାଜ୍ୟସ୍ତରୀୟ ଗ୍ରୀଷ୍ମକାଳୀନ ଓଡିଶୀ ନୃତ୍ୟ କର୍ମଶାଳା – ୨୦୨୪ ଜୁନ ୫ ତାରିଖ ଠାରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି କର୍ମଶାଳା ଆନୁଷ୍ଠନିକ ଭାବେ ଗତ କାଲି ଉଦ୍ଘାଟିତ ହୋଇ ଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ଦାସ, ସଭାପତି ଶ୍ରୀଯୁକ୍ତ ବସନ୍ତ କୁମାର ସାହୁ, Continue Reading
Odisha News
ଭୁବନେଶ୍ବର, ୧୨/୬: ‘ଦୁଇ ଥର ପଦ୍ମ, ଦୁଇ ଗୁଣା ବିକାଶ। ଓଡ଼ିଶାରେ ହେବ ବିଜେପି ସରକାର।’ ସାଧାରଣ ନିର୍ବାଚନ-୨୦୨୪ର ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି (ବିଜେପି) ଏହି ଶ୍ଲୋଗାନକୁ ବ୍ୟବହାର କରିଥିଲା। ଓଡ଼ିଆ ଟିଭି ଚ୍ୟାନେଲ୍ରେ ବାରମ୍ବାର ଏହି ବିଜ୍ଞାପନ ଦେଖାଯାଉଥିଲା।ସାମାଜିକ ଗଣମାଧ୍ୟମରେ ମଧ୍ୟ ସମାନ କଥା। ଏହି ଶ୍ଲୋଗାନକୁ ଓଡ଼ିଶାବାସୀ ବିପୁଳ ସମର୍ଥନ ଦେଇଛନ୍ତି। ବିଜେପିକୁ ସରକାର ଗଢ଼ିବାକୁ ସୁଯୋଗ ଦେଇଛନ୍ତି। ଏଥି ସହିତ ଓଡ଼ିଶାରେ ଆଜି(୨୦୨୪ Continue Reading