Home Articles posted by odadmin (Page 822)
Odisha News
କଟକ,୧୨/୬: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି।ତେବେ ପୋଲିଂ ବୁଥ୍ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ନିକଟରେ ପ୍ରଶାନ୍ତଙ୍କୁ ୩ ଦିନର ଅନ୍ତରୀଣ ଜାମିନ ମିଳିଥିଲା।ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ୧୧୪ ନଂ. ବୁଥ୍ରେ ଇଭିଏମ ଭାଙ୍ଗିବା ଅଭିଯୋଗରେ Continue Reading
Odisha News
ଭୁବନେଶ୍ବର, ୧୨/୬: ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଏହାସହ ଆଜି ଜନତା ମୈଦାନରେ ହେବାକୁ ଥିବା ଶପଥ ପାଠ ସମାରୋହରେ ଯୋଗ ଦେବାକୁ କରିଛନ୍ତି ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ଗ୍ରହଣ କରିବା ସହ ଶପଥପାଠ କାର‌୍ୟ୍ୟକ୍ରମରେ ଯୋଗ ଦେବାକୁ କହିଛନ୍ତି ନବୀନ ପଟ୍ଟନାୟକ। ଏହାସହ ନୂଆ ସରକାରଙ୍କୁ ମଧ୍ୟ Continue Reading
Odisha News
ଭୁବନେଶ୍ୱର,୧୨/୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର‌୍ୟ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତିପରିଡା ଏବଂ କେଭି ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ।ମାଲ୍ୟାର୍ପଣ ପୂର୍ବରୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋହନ କହିଛନ୍ତି, ଶପଥ ପାଠ ପରେ ୧୦୦ Continue Reading
Odisha News
ଭୁବନେଶ୍ବର, ୧୨/୬: ଆଜି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ଏହି କାର‌୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ସେହିଭଳି ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି ଓ ଶିଳ୍ପପତିମାନେ ମଧ୍ୟ ଅତିଥି ଭାବେ ଯୋଗଦେବେ।ଏଥିପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସମଗ୍ର ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାନୁସାରେ ଅପରାହ୍ଣ Continue Reading
Odisha News
ଭୁବନେଶ୍ୱର,୧୧/୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା।ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି।ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ Continue Reading