Home Articles posted by odadmin (Page 826)
Odisha News
ଅକ୍ଷୟ ରଉତଙ୍କ ରିପୋର୍ଟଯାଜପୁର, ୧୦/୬: ଆଜି ଜାରକାସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟଳୟଠାରେ ଧର୍ମଶାଳା ନିର୍ବାଚନ ମଳୀର ୫୪ଗୋଟି ପାୟତର ସମସ୍ତ ବିଜୁ ଜନତା ଦଳର କର୍ମର୍କା ମାନଙ୍କୁ ନେଇ ଏକ ନିର୍ବାଚନୀ ସମିକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ପ୍ରଣବ କୁମାର ବଳବନ୍ତରାୟ ଯୋଗଦେଇ ଦଳୀୟ ନେତୃବୃନ୍ଦ ମାନଙ୍କୁ ଆଶ୍ୱସନା ଦେବାସହ କିଭଳି ଧର୍ମଶାଳାବାସୀଙ୍କ ସୁଖ, ଦୁଃଖର ସାଥୀ ହୋଇ ରହିବା ଓ ଆଗାମି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୬: ବୌଦ୍ଧ ଜିଲ୍ଲା ବଘିଆପଡା ପଂଚାୟତର ତାମ୍ବିଦରହ ଇକୋ ରିଟ୍ରିଟ ପ୍ରକଳ୍ପଟି ଏବେ ଜିରାଜିନ୍ନ ଅବସ୍ଥାରେ ପଡି ରହିଛି । କାର୍ଯ୍ୟ ଶେଷ ନ ହେଉଣୁ ଏଠାରେ ଲାଗିଥିବା ଅନେକ ଜିନିଷ ଭାଙ୍ଗି ନଷ୍ଟ ହୋଇଗଲାଣି । ଏହାର କାର୍ଯ୍ୟ କେବେ ସଂପୂର୍ଣ୍ଣ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଲାଣି । ଏହି ପ୍ରକଳ୍ପ ୨୦୨୧-୨୨ ବର୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିଲା ।ଏହାର ସମସ୍ତ କାର୍ଯ୍ୟ ବୌଦ୍ଧ ବ୍ଲକ ଅଧିନରେ Continue Reading
Odisha News
ନୂଆଦିଲ୍ଲୀ,୯/୬:ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଈଶ୍ୱରଙ୍କ ଶପଥ ନେଉଛି ଯେ ମୁଁ ବିଧି ଦ୍ୱାରା ସ୍ଥାପିତ ଭାରତର ସମ୍ବିଧାନ ପ୍ରତି ସତ୍ୟ ଶ୍ରଦ୍ଧା ଓ ନିଷ୍ଠା ରଖିବି। ମୁଁ ଭାରତର ସାର୍ବଭୌମତ୍ୱ ଓ ଅଖଣ୍ଡତା ଅକ୍ଷୁଣ୍ଣ ରଖିବି।ମୁଁ ସଂଘର ପ୍ରଧାନମନ୍ତ୍ରୀ ହିସାବରେ ନିଜର କର୍ତ୍ତବ୍ୟକୁ ଶ୍ରଦ୍ଧାପୂର୍ବକ ଓ ନିଷ୍ଠାର ସହ ନିର୍ବାହନ କରିବି। ତଥା ମୁଁ ଭୟ କିମ୍ବା ପକ୍ଷପାତିତା, ଅନୁରାଗ କିମ୍ବା ବିଦ୍ୱେଷ ବିନା ସବୁ ପ୍ରକାରର ଲୋକଙ୍କ ପ୍ରତି ସମ୍ବିଧାନ ଓ ବିଧି Continue Reading
Odisha News
ଭୁବନେଶ୍ୱର,୯/୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିରେ ଯୋଗ ଦେବା ପୂର୍ବରୁ ସେ ୧୨ ତାରିଖ ବୁଧବାର ସଂଧ୍ୟାରେ ଜୟଦେବ ବିହାର ଠାରୁ ଆରମ୍ଭ କରି ଶପଥ ଗ୍ରହଣ ହେବାକୁ ଥିବା ଜନତା ମୈଦାନ ଯାଏ ରୋଡ୍ ଶୋ’ କରିବେ। ରବିବାର ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ଦୁଇ ଦିନ ଘୁଞ୍ଚାଯାଇଛି ।ସୋମବାର ବଦଳରେ ବୁଧବାର ସନ୍ଧ୍ୟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଧାର୍ଯ୍ୟକରାଯାଇଛି। Continue Reading
Odisha News
ଭୁବନେଶ୍ବର,୯/୬: କିଛି ମାସ ପୂର୍ବରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭୈରବ କାର୍ତ୍ତିକ ପାଣ୍ଡିଆନ୍ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ପରାଜୟ ପାଇଁ ସେ କ୍ଷମା ମାଗିଛନ୍ତି। ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ଦୁଃଖ ପ୍ରକାଶ କରୁଛି। ବିଜୁ ପରିବାର ଓ କର୍ମୀମାନଙ୍କୁ Continue Reading
Odisha News
ଭୁବନେଶ୍ବର, ୯/୬: ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି। କୁହାଯାଉଥିଲା ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି।ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ପ୍ରସ୍ତୁତି ବୈଠକ ପରେ ତାରିଖ ଘୋଷଣା Continue Reading
Odisha News
ଭୁବନେଶ୍ବର, ୯/୬: ପ୍ରତ୍ୟକ୍ଷ ରାଜନୀତିରୁ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଓହରି ଯାଇଛନ୍ତି। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଶ୍ରୀ ସାମନ୍ତଙ୍କ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। ଏହା ସହ ଉଭୟ […]Continue Reading