ରାଉରକେଲା,୮/୬: ବ୍ରାହ୍ମଣୀ ନଦୀରେ ପୁଣି ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଦୁଇ ଜଣ ବୁଡ଼ି ଯାଇଛନ୍ତି। ମୃତ ଛାତ୍ର ଦ୍ବୟ ହେଲେ ରଜତ ସାହୁ (୨୧) ଓ ସମୀରନ ସୁକୁମାର ନାୟକ (୨୩)।ସୂଚନା ଅନୁସାରେ ରାଉରକେଲା ଏନ୍ଆଇଟିକୁ ଇଣ୍ଟରନସିପ୍ ପାଇଁ ଆସିଥିବା ସମ୍ବଲପୁର ବିଶ୍ବବିଦ୍ୟାଳୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ବିଭାଗର ଦ୍ବିତୀୟ ବର୍ଷର ଛାତ୍ର ରଜତ ସାହୁ, ସମୀରନ୍ ସୁକୁମାର ସାହୁ, ଭିସୁଟ୍ର ଛାତ୍ରୀ ଅଭିଲିପ୍ସା ପ୍ରଧାନ, Continue Reading
ଭୁବନେଶ୍ବର,୮/୬: ଦୁଇ ମାସ ପୂର୍ବରୁ ଯେଉଁ ଚର୍ଚ୍ଚା ହେଉଥିଲା, ଏଥିରେ ଯବନିକା ପଡ଼ିଛି। ବିଜେଡି ଟିକେଟ୍ରେ ୫ଥରର ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ପଦ୍ମ ଧରିଛନ୍ତି।କାନ୍ଧରେ ବିଜେପି ଉତ୍ତରୀୟ ପକାଇଥିବା ପ୍ରସନ୍ନ ପାଟ୍ଟଶାଣୀଙ୍କ ଫଟୋ ସାମ୍ନାକୁ ଆସିଛି। ଦିଲ୍ଲୀରେ ଥିବା ନବ ନିର୍ବାଚିତ ସାଂସଦ ଓ ବରିଷ୍ଠ ବିଜେପି ନେତାଙ୍କ ସହ ଥିବା ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି।ଭାରତୀୟ ଜନତା ପାର୍ଟିର ଦିଲ୍ଲୀ କାର୍ଯ୍ୟାଳୟରେ ପାଟ୍ଟଶାଣୀ ଯୋଗଦେଇଛନ୍ତି। ଏହି Continue Reading
NEW DELHI, JUN 8: Congres Working committee on Saturday passed a resolution urging Rahul Gandhi to take over as the Leader of Opposition in the Lok Sabha. Several Congress leaders have been pushing Gandhi to accept the position citing that he will play a crucial role and that this move will ultimately strengthen the party. […]Continue Reading
ଭୁବନେଶ୍ୱର,୮/୬:ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି। ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ରହିଛି।ଚଳିତ ବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ଏହା ପ୍ରବେଶ Continue Reading
MUMBAI, JUN 8: The Maharashtra government has sought immediate cancellation of last month’s NEET exam, alleging that its results have caused injustice to the students from the state. Several aspirants of the National Eligibility-cum-Entrance Test (NEET-UG), conducted on May 5 at 4,750 centres in 571 cities, have earlier alleged that inflation of marks has led […]Continue Reading
ଭୁବନେଶ୍ବର, ୮/୬: ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ଶନିବାର ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବରିଷ୍ଠ ନେତାମାନଙ୍କ ମଧ୍ୟରେ ଦେବୀ ମିଶ୍ର, ପ୍ରତାପ ଜେନା, ଅତନୁ ସବ୍ୟସାଚୀ, କଳିକେଶ ସିଂଦେଓ,ସଞ୍ଜୟଦାସ ବର୍ମା, ପ୍ରତାପ ଦେବ ପ୍ରମୁଖ ନବୀନ ନିବାସରେ ପହଞ୍ଚିଥିଲେ।ଦଳର ଆଗାମୀ କାର୍ୟ୍ୟପନ୍ଥା, ଆଭିମୁଖ୍ୟ ତଥା ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିବା ବରିଷ୍ଠ ନେତାମାନେ ସୂଚନା ପ୍ରଦାନ କରିଛନ୍ତି। Continue Reading
NEW DELHI,JUN 8: Three workers died and six others were injured after a fire broke out and caused a blast in a food processing unit in the early hours of Saturday in the Narela Industrial Area here , the Delhi Police said. They said they received a distress call at 3.35 am about the fire […]Continue Reading
HYDERABAD,JUN 8 : Media baron Cherukuri Ramoji Rao passed away while undergoing treatment in a private hospital here in the city on the wee hours of Saturday. He was 87. Rao had been suffering from blood pressure as well as breath related ailments for a long time and was shifted to a hospital on June […]Continue Reading
ଅନୁଗୋଳ, ୮/୬: ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ଏଭଳି ଘଟଣା ଅଭାବନୀୟ ଘଟଣା ଅନୁଗୋଳ ଜିଲ୍ଲା ହଣ୍ଡପା ବନାଞ୍ଚଳ ଅଁଳାବେରେଣି ଗାଁରେ ଘଟିଛି । ମୃତ ବୃଦ୍ଧା ଜଣଙ୍କ ହେଲେ ଆଶା ଦେହୁରୀ।ଶନିବାର ସକାଳେ ଆଶା ଆମ୍ବ ଗୋଟାଇବାକୁ ଘର ନିକଟ ବଗିଚାକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ କବଳରୁ ନିଜ ଜୀବନ ବଞ୍ଚାଇବାକୁ ସେ ଦୌଡ଼ି ଥିଲେ। ହାତୀଟି ତାଙ୍କୁ ଗୋଡ଼ାଇଥିଲା। […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି ।ଏ ନେଇ ବାଲିଗୁଡା ଥାନରେ ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ ଏହି ଲୁଟର ବିସ୍ତୃତ ସୂଚନା ଦେଇଛନ୍ତି । ଲୁଟେରା ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲ୍ଲାର ଆସ୍କା ଥାନା ଥାନା ଅଞ୍ଚଳର […]Continue Reading




