Home Articles posted by odadmin (Page 832)
National News
NEW DELHI, JUN 5: Prime Minister Narendra Modi on Wednesday tendered his resignation to President Droupadi Murmu, who accepted it and asked him to continue till the new government assumes office, a Rashtrapati Bhavan communique said. “The Prime Minister, Shri Narendra Modi, met the President today and tendered his resignation along with the Council of […]Continue Reading
Odisha News
ଭୁବନେଶ୍ୱର,୫/୬: ଚଳିତ ନିର୍ବାଚନର ଫଳାଫଳ ବଦଳାଇ ଦେଇଛି ରାଜ୍ୟ ରାଜନୀତିର ଦୃଶ୍ୟପଟ । ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ ଅଢେଇ ଦଶନ୍ଧିର ଶାସନ କ୍ଷମତା ଆଖି ପିଛୁଳାକେ ଖସିଗଲା। ଭୁଶୁଡ଼ିଗଲା ବିଜେଡ଼ି ଦୁର୍ଗ। ଶେଷରେ ଆଜି ଇସ୍ତଫା ଦେଇଛନ୍ତି ୫ ଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ସାଢେ୧୧ଟାରେ ନବୀନ ନିବାସରୁ ବାହାରି ରାଜଭବନ ଅଭିମୁଖେ ବାହାରିଥିଲେ। ସେଠାରେ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ Continue Reading
Odisha News
ନୂଆଦିଲ୍ଲୀ,୫/୬: ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ସରକାର ଗଢିବାକୁ ଯାଉଛି । ଯଦିଓ ଗତ ଦୁଇଟି ନିର୍ବାଚନ ପରି ଏଥର ବିଜେପି ନିଜ ବଳରେ ବହୁମତ ହାସଲ କରିପାରିନାହିଁ କିନ୍ତୁ ଏନଡିଏ ୨୯୦ରୁ ଅଧିକ ଆସନରେ ବିଜୟ ହାସଲ କରିଛି । ଏହାସହ ଲଗାତାର ତୃତୀୟ ଥର କେନ୍ଦ୍ରରେ ଏନଡିଏ ସରକାର ହେବାକୁ ଯାଉଛି ।ଏହାସହ ମୋଦୀ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । […]Continue Reading
Odisha News
ବାଲେଶ୍ୱର, ୫/୬ : ଭାରସାମ୍ୟ ହରାଇ ଦୋକାନ ଉପରକୁ ମାଡିଗଲା ଡମ୍ଫର। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଅନ୍ତର୍ଗତ ଆମ୍ବଳିଅଠା ଛକ ନିକଟରେ ଦୁର୍ଘଟଣା ଘଟିଛି। ମୃତ ଦମ୍ପତି ହେଲେ କାସିଡିହା ଗ୍ରାମର ସୁଧୀର ଜେନା ଓ ଗୀତାରାଣୀ ଜେନା।ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ଡମ୍ଫରଟି ଚିପ୍ସ ନେଇ ନେଇ ଆସୁଥିଲା। ଆମ୍ବଳିଅଠା ଛକ ନିକଟରେ ଭାରସାମ୍ୟ ହରାଇ ଡମ୍ଫରଟି ଦୋକାନ ଉପରେ ମାଡ଼ି ଯାଇଥିଲା। ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୫/୬: କନ୍ଧମାଳ ଲୋକସଭା ଅନ୍ତର୍ଗତ ବାଲିଗୁଡାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ସମାପ୍ତ ହୋଇଛି । ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୧୬୭୧ ଟି ଭୋଟ ବ୍ୟବଧାନ ରେ ବିଜୟୀ ହୋଇ ଦ୍ୱିତୀୟ ଥର ପାଇଁ ନିଜ ବିଧାୟକ ପଦ ବଜାୟ ରଖିଛନ୍ତି।ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୪୩ ହଜାର ୫୮୬ଖଣ୍ତ ଭୋଟ ପାଇ ବିଜୟୀ ଲାଭ କରିଥିବା ବେଳେ ତାଙ୍କ ନିକଟତମ Continue Reading
Top Stories
BY AKSHYA ROUT JAJPUR, JUN 5:  People in Dharmasala feliciating Himanshu Sekhar Sahoo who as an Independent candidate defeating BJD stalwart Pranab Balabantaray . After  victory Thousands of Dharamasala  workers, supporters and general people thronged Chandikhol toJaraka  In Jajpur on Tuesday  cheer Himanshu sekhar Sahoo as he conducted the Mega Continue Reading