HOUSTON, JUN 3: A 23-year-old Indian student is missing in the US state of California since last week and police have sought the public’s help in finding her, the latest case in the country as the community grapples with a string of such incidents involving students. Nitheesha Kandula, a California State University, San Bernardino (CSUSB) […]Continue Reading
MUMBAI, JUN 3 : Benchmark stock market indices, Sensex and Nifty50, opened at record high levels on Monday after exit polls predicted a historic third term for Prime Minister Narendra Modi. The S&P BSE Sensex jumped over 2,000 points to a record high of 76,738.89, while the NSE Nifty50 rose to 23,338.70. Both the indices […]Continue Reading
ଭଦ୍ରକ/ଧାମରା, ୩/୬: ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବିଳମ୍ବିତ ରାତିରେ ଆଉ ୫ ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି।ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ ନାୟକଙ୍କୁ ଏଯାଏ ପୁଲିସ ଧରିବାରେ ସକ୍ଷମ ହୋଇନଥିବା ହେତୁ ବିଜେପି ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାରର Continue Reading
ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ ।ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୬: ବୌଦ୍ଧରେ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ପ୍ରକ୍ରିୟା ଚୁଡାନ୍ତ ହୋଇସାରିଛି । ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ପରିସରରେ ଏହି ଭୋଟ୍ ଗଣତି କାର୍ଯ୍ୟ ୪ ତାରିଖ ସକାଳ ୮ ଘଣ୍ଟା ସମୟରେ ଆରମ୍ଭ ହେବ ବୋଲି ରବିବାର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।ଗୋଟିଏ ଭୋଟ୍ ଗଣତି କେନ୍ଦ୍ରରେ ୮୫ କଣ୍ଟାମାଳ,୮୬ ବୌଦ୍ଧ ବିଧାନସଭା ଓ କନ୍ଧମାଳ ଲୋକସଭା ପାଇଁ ଏକ ସଙ୍ଗରେ Continue Reading
NEW DELHI,JUN 2: Delhi Chief Minister Arvind Kejriwal on Sunday said he was going back to jail not because he was involved in corruption but as he had raised voice against “dictatorship”. Kejriwal was released from jail on May 10 on interim bail granted by the Supreme Court in a money laundering case linked to […]Continue Reading
ଭୁବନେଶ୍ବର,୨/୬: ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୩ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମପ୍ରବାହ। ସେହିଭଳି ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି।ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ରାଜ୍ୟର ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ଆଜି ଗ୍ରୀଷ୍ମପ୍ରବାହ ଜାରି ରହିବ।ବଲାଙ୍ଗୀର ଓ ବରଗଡ଼ରେ ଅରେଞ୍ଜ ୱାର୍ଣ୍ଣିଂ ଓ କଳାହାଣ୍ଡି, ନୂଆପଡ଼ା, ସୋନପୁରରେ ୟେଲୋ Continue Reading
SIKKIM,JUN 2 : Former Indian football captain and SDF candidate Bhaichung Bhutia was trailing SKM rival Riksal Dorjee Bhutia by 4,346, votes in the Barfung Assembly seat. The former star footballer had set up his own party — Hamro Sikkim Party — in 2018, before merging it with SDF in 2023. Bhutia is currently the […]Continue Reading
ପୁରୀ, ୨/୬: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି। ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ Continue Reading
MUMBAI, JUN 2 : A 57-year-old man was injured while 25 to 30 persons were rescued after a fire broke out in a 62-storey residential building in south Mumbai’s Byculla area around midnight, officials said on Sunday. The blaze erupted in a flat on the 10th floor of the Monte South building’s A wing in […]Continue Reading




